Odisha Link
Bridging the Missing Links in Odisha
Daily Archives

May 16, 2025

ସ୍ୱାମୀ ରାମଭଦ୍ରାଚାର୍ଯ୍ୟଙ୍କୁ ଜ୍ଞାନପୀଠ…

ଓଏଲ୍‌ ବ୍ୟୁରୋ: ସ୍ୱାମୀ ରାମଭଦ୍ରାଚାର୍ଯ୍ୟଙ୍କୁ ସମ୍ମାନଜନକ ଜ୍ଞାନପୀଠ ପୁରସ୍କାର ପ୍ରଦାନ କରାଯାଇଛି। ଜ୍ଞାନପୀଠ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସଂସ୍କୃତ ବିଶାରଦ ଓ ଆଧ୍ୟାତ୍ମିକ ଗୁରୁ ଭାବେ ସ୍ବାମୀ ରାମଭଦ୍ରାଚାର୍ଯ୍ୟ ପ୍ରସିଦ୍ଧ। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ…

କାଳବୈଶାଖୀ ବର୍ଷା ଆଶଙ୍କା: ୭ ଜିଲ୍ଲାକୁ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ କିଛି ଦିନ ହେବ ଅସହ୍ୟ ହେଉଛି ତାତି। ଘରେ ରହି ହଉନି କି ବାହାରକୁ ବାହାରି ହେଉନି। ପଶ୍ଚିମ ଓଡ଼ିଶା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଛି। ଏସବୁ ଭିତରେ ପାଣିପାଗ ବିଭାଗର ଚେତାବନୀ ଏକ ପ୍ରକାର ଆଶ୍ବସ୍ତି ଦେଇଛି। ବର୍ଷା ନେଇ ୭ ଜିଲ୍ଲାକୁ ରେଡ୍…

ଗନ୍ଧମାର୍ଦନ ଲୋଡିଂ ଏଜେନ୍ସି ମାମଲା:…

ଓଏଲ୍‌ ବ୍ୟୁରୋ: ଗନ୍ଧମାର୍ଦନ ଲୋଡିଂ ଏଜେନ୍ସି ମାମଲାରେ ବିଜେଡି ନେତା ରାଜା ଚକ୍ରଙ୍କ ପାଇଁ ଅଡ଼ୁଆ ବଢ଼ିବାରେ ଲାଗିଛି। ଜାମିନ ଆବେଦନକୁ ଉଚ୍ଚ ନ୍ୟାୟାଳୟ ବୁଧବାର ଖାରଜ କରିଥିବାବେଳେ ଗିରଫ ହୋଇ ଜେଲରେ ଅଛନ୍ତି ବିଜେଡି ନେତା ରାଜା ଚକ୍ର। ତାଙ୍କ ସହ ୩ ସହଯୋଗୀଙ୍କ ଜାମିନ ଆବେଦନ ଖାରଜ ହୋଇଛି। ୧୧ ଏକର…

୧୬ ଆଇଏଏସ୍ ଅଧିକାରୀଙ୍କୁ ମିଳିଲା…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାରରେ କାର୍ଯ୍ୟରତ ୧୬ ଜଣ ୧୬ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ପ୍ରଦାନ କରାଯାଇଛି। ୧୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ଅତିରିକ୍ତ ସଚିବ ପଦବୀକୁ ପଦୋନ୍ନତି ମିଳିଛି।

ବନ୍ଧା ହେଲେ ଧର୍ମଶାଳା ବ୍ଲକ ଏବିଡିଓ,…

ଓଏଲ୍‌ ବ୍ୟୁରୋ: ଗିରଫ ହେଲେ ଧର୍ମଶାଳା ବ୍ଲକ ଏବିଡିଓ ଅସିତ ପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ଗତକାଲି ଅସିତ ପାତ୍ରଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ। ଏହି ଚଢାଉ ବେଳେ ୩ଟି ବହୁତଳ କୋଠା, କଟକରେ ଫ୍ଲାଟ ଠାବ ହୋଇଥିଲା। ସପିଂ କମ୍ପ୍ଲେକ୍ସ, ୫ ଦାମୀ ପ୍ଲଟ, ୭୦୦…

ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା…

ଓଏଲ୍‌ ବ୍ୟୁରୋ: ଆରମ୍ଭ ହୋଇଛି ୨୦୨୫ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଲାଗି ଫର୍ମ ପୂରଣ ପ୍ରକ୍ରିୟା। ଚଳିତ ବର୍ଷ ପରୀକ୍ଷାରେ ଅନୁପସ୍ଥିତ ଥିବା ପ୍ରାର୍ଥୀ, ପରୀକ୍ଷା ଦେଇ ଫେଲ୍‌ ହୋଇଥିବା ପରୀକ୍ଷାର୍ଥୀ ଓ କପି କରି ଏମ୍‌ପି ହୋଇଥିବା ପରୀକ୍ଷାର୍ଥୀମାନେ ହିଁ ପୁଣି ପରୀକ୍ଷା ଦେବା ପାଇଁ ବୋର୍ଡ…

ଓବିସି ସଂରକ୍ଷଣ ପ୍ରସଙ୍ଗ: ସରକାରଙ୍କୁ…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାର ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ଘୋଷଣା କରିଛନ୍ତି। ଯାହାକୁ ନେଇ ରାଜନୀତି ବଢ଼ିବାରେ ଲାଗିଛି। ଓବିସି ସଂରକ୍ଷଣ ପ୍ରସଙ୍ଗକୁ ନେଇ ବିଜେପି ସରକାରକୁ ସାମ୍ଵାଦିକ ସମ୍ମିଳନୀରେ କଟୁ ସମାଲୋଚନା କଲା ବିଜେଡି। ଓବିସି ସଂରକ୍ଷଣ ପ୍ରସଙ୍ଗରେ ବିଜେଡି ଓବିସି ସେଲ୍ ଉପସଭାପତି ଅରୁଣ…

ବନ୍ଦ ହୋଇନି ଅପରେସନ ସିନ୍ଦୂର:…

ଓଏଲ୍‌ ବ୍ୟୁରୋ: ଗୁଜରାଟ ଭୁଜ୍‌ ଏୟାର ବେସ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ଏୟାରବେସ୍‌ରେ ବାୟୁ ସେନା ଯୋଦ୍ଧାଙ୍କୁ ଭେଟିଲେ ରାଜନାଥ ସିଂ। ଭୁଜ୍‌ ଗସ୍ତକରି ପାକିସ୍ତାନକୁ ବଡ଼ ବାର୍ତ୍ତା ଦେଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ। ଭୁଜ୍‌ ଏୟାର ବେସ୍‌କୁ ଉଡ଼ାଇଥିବା ଦାବି କରିଥିଲା ପାକିସ୍ତାନ।…

ପ୍ରତିରକ୍ଷା ମନ୍ତ୍ରୀଙ୍କ କଡ଼ା ସନ୍ଦେଶ:…

ଓଏଲ୍‌ ବ୍ୟୁରୋ: ଗୁଜରାଟ ଭୁଜ୍‌ ଏୟାର ବେସ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ଏୟାରବେସ୍‌ରେ ବାୟୁ ସେନା ଯୋଦ୍ଧାଙ୍କୁ ଭେଟିଲେ ରାଜନାଥ ସିଂ। ଭୁଜ୍‌ ଗସ୍ତକରି ପାକିସ୍ତାନକୁ ବଡ଼ ବାର୍ତ୍ତା ଦେଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ। ଭୁଜ୍‌ ଏୟାର ବେସ୍‌କୁ ଉଡ଼ାଇଥିବା ଦାବି କରିଥିଲା ପାକିସ୍ତାନ।…

ବୀଭତ୍ସ ହତ୍ୟାକାଣ୍ଡ: ପଇଡ ତୋଳା ବିବାଦକୁ…

ଓଏଲ୍‌ ବ୍ୟୁରୋ: ସୁରକ୍ଷା ବ୍ୟବସ୍ତା ଯେତେ ସୁଦୃଢ଼ ହେବାରେ ଲାଗିଛି ଅପରାଧ ସେତେ ବଢ଼ିବାରେ ଲାଗିଛି। ଆଜି ଏମିତି ଏକ ଘଟଣା ସାମ୍ନାକୁ ଆସିଛି, ତାହା ମାନବିକତା ହରାଇବାର ପରିଚୟ ଦେଇଛି। ବାସେଳି ସାହି ଥାନା ଅଧୀନ ମଶାଣି ଚଣ୍ଡୀ ଛକ ରାସ୍ତାରେ ଘଟିଛି ବୀଭତ୍ସ ହତ୍ୟା। ମଶାଣି ଚଣ୍ଡୀ କମିଟି ସମ୍ପାଦକ ୪୫…