ବଡ଼ ଖବର: ଆସନ୍ତାକାଲି ଅପରାହ୍ନରେ ପ୍ରକାଶ…
ଓଏଲ୍ ବ୍ୟୁରୋ: ଯୁକ୍ତ ଦୁଇ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ବଡ ଘୋଷଣା। ଆସନ୍ତାକାଲି +୨ ପରୀକ୍ଷା ଫଳ ପ୍ରକାଶ ପାଇବ। କାଲି ଅପରାହ୍ନ ୪ଟାରେ ବାହାରିବ ପରୀକ୍ଷା ଫଳ ଘୋଷଣା ହେବ। ଏକସଙ୍ଗେ ବିଜ୍ଞାନ, ବାଣିଜ୍ୟ ଓ କଳା ଫଳ ପ୍ରକାଶ ପାଇବ। ଚଳିତ ବର୍ଷ ୩ ଲକ୍ଷ ୮୫ ହଜାର ଛାତ୍ରଛାତ୍ରୀ ଦେଇଛନ୍ତି…