ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ, ଘୋଷଣା କଲେ ରାଜ୍ୟ ନିର୍ବାଚନ କମିଶନ

ଓଏଲ୍ ବ୍ୟୁରୋ: ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରଖିଲେ ରାଜ୍ୟ ନିର୍ବାଚନ କମିଶନ। ମୌସୁମୀ ପାଇଁ ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ହୋଇଥିବା ସୂଚନା ମିଳିଛି। ଜୁନ୍ ୨୩ ତାରିଖରେ ଉପନିର୍ବାଚନ ନେଇ ଆଜି ଘୋଷଣା ହୋଇଥିଲା। ୧୧୩୧ଟି ଖାଲି ପଦ ପାଇଁ ହୋଇଥାଆନ୍ତା ଉପନିର୍ବାଚନ। ମୌସୁମୀ ଶେଷ ହେଲେ ପୁଣି ଥରେ ବିଜ୍ଞପ୍ତି ପ୍ରକାଶ ପାଇବ। ଏନେଇ ନିର୍ବାଚନ କମିଶନ ସଚିବ ସୂଚନା ଦେଇଛନ୍ତି।