ଓବିସିଙ୍କ ପାଇଁ ସଂରକ୍ଷଣ ଦାବି,…
ଓଏଲ୍ ବ୍ୟୁରୋ: ଓବିସିଙ୍କ ପାଇଁ ୨୭ ପ୍ରତିଶତ ସଂରକ୍ଷଣ ଦାବିରେ ବିଜେଡି ଆନ୍ଦୋଳନ କରୁଛି। ପଛୁଆବର୍ଗକୁ ବିଜେପି ସରକାର ସବୁବେଳେ ଅବହେଳା କରିଛନ୍ତି ବୋଲି ଅଭିଯୋଗ କରିଛି ବିଜେଡି। ମେଡିକାଲ ଓ ଇଞ୍ଜିନିୟରିଂରେ କେବେ ଓବିସି ସଂରକ୍ଷଣ ଲାଗୁ କରାଯିବ ବୋଲି ଦଳ ପକ୍ଷରୁ ପ୍ରଶ୍ନ କରାଯାଇଛି। ଓଡ଼ିଶା ସରକାର…