ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ, ୱେବସାଇଟରେ ଫଳାଫଳ ଦେଖିପାରିବେ ଛାତ୍ରଛାତ୍ରୀ

ଓଏଲ୍ ବ୍ୟୁରୋ: ପ୍ରକାଶ ପାଇଲା +୨ ପରୀକ୍ଷା। ଏକା ସମୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ପ୍ରକାଶିତ ପାଇଛି। ଅପରାହ୍ଣ ୪ଟାରେ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପରୀକ୍ଷାଫଳ ପୁସ୍ତିକା ଉନ୍ମୋଚନ କରିବେ ଗଣଶିକ୍ଷା ମନ୍ତ୍ରୀ। ୱେବସାଇଟରେ ନିଜ ନିଜର ଫଳାଫଳ ଦେଖିପାରିବେ ଛାତ୍ରଛାତ୍ରୀ। results.odisha.gov.in କିମ୍ବା results.digilocker.gov.in ମାଧ୍ୟମରେ ଫଳାଫଳ ଜାଣିହେବ।