Odisha Link
Bridging the Missing Links in Odisha
Daily Archives

May 23, 2025

ପୁନଃ ଯାଞ୍ଚ ହେବ ଯୁକ୍ତ ଦୁଇ ପରୀକ୍ଷା…

ଓଏଲ୍‌ ବ୍ୟୁରୋ: ପ୍ରକାଶ ପାଇଛି +୨ ପରୀକ୍ଷା ଫଳାଫଳ। ଏକା ସମୟରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ପ୍ରକାଶିତ ପାଇଛି। ପରୀକ୍ଷାଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ। ୱେବସାଇଟରେ ନିଜ ନିଜର ଫଳାଫଳ ଦେଖିପାରିବେ ଛାତ୍ରଛାତ୍ରୀ। results.odisha.gov.in…

ଦୀଘା ଜଗନ୍ନାଥ ଧାମ ଓ ଅଦିନିଆ ରଥଯାତ୍ରା…

ଓଏଲ୍‌ ବ୍ୟୁରୋ: ଦୀଘାରେ ଜଗନ୍ନାଥ ମନ୍ଦିର ସମ୍ମୁଖରେ ପୁଣି ବଡ ବଡ ଅକ୍ଷରରେ ଜଗନ୍ନାଥ ଧାମ ଲେଖାଯାଇଛି। ଦୀଘା ଜଗନ୍ନାଥ ମନ୍ଦିର ଉଦ୍‌ଘାଟନ ସମୟରେ ଯେଉଁ ଅସ୍ଥାୟୀ କାଗଜ ଓ ଥର୍ମାକୋଲରେ ସେଲ୍ଫି ପଏଣ୍ଟ କରାଯାଇଥିଲା ସେଥିରେ ଦୀଘା ଜଗନ୍ନାଥ ଧାମ ଲେଖାଥିଲା। ୩୦ ତାରିଖ ଉଦ୍‌ଘାଟନ ପରେ ୧ ତାରିଖ ଦିନ ଟେଣ୍ଡ…

କୋଭିଡ୍‌ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ,…

ଓଏଲ୍‌ ବ୍ୟୁରୋ: ଚିନ୍ତା ବଢ଼ାଉଛି କରୋନାର ନୂଆ ଭାରିଆଣ୍ଟ। ହଂକଂ, ଥାଇଲାଣ୍ଡ ଓ ସିଙ୍ଗାପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ଚିନ୍ତାର କାରଣ ପାଲଟିଛି। ଭାରତରେ ୨୫୭ ଜଣ ନୂଆ କୋଭିଡ ରୋଗୀ ଚିହ୍ନଟ ହେବା ପରେ ସତର୍କରେ ସରକାର। ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଓଡ଼ିଶାରେ ବି କରୋନା…

ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା:…

ଓଏଲ୍‌ ବ୍ୟୁରୋ: ପରିକ୍ରମା ପ୍ରକଳ୍ପ ବେଳେ ପୁରୀରେ ଭଙ୍ଗାଯାଇଥିଲା ଅନେକ ମଠ, ମନ୍ଦିର। ପରିକ୍ରମା ପ୍ରକଳ୍ପ ବେଳେ ଭଙ୍ଗା ଯାଇଥିବା ମଠ, ମନ୍ଦିରର ପୁନଃବାସ କରାଯିବ। ୧୯ଟି ମଠକୁ ପୁନଃବାସ ପାଇଁ ମୋହନ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଗୋଟିଏ ଜାଗାରେ ମଠ ଗୁଡ଼ିକର ବିଜେସ୍ଥଳୀ ସ୍ଥାପନ ହେବ। ଏନେଇ…

ଢେଙ୍କାନାଳକୁ ୯୨ କୋଟିର ପ୍ରକଳ୍ପ ଭେଟି…

ଓଏଲ୍‌ ବ୍ୟୁରୋ: ଢେଙ୍କାନାଳକୁ ୯୨ କୋଟିର ପ୍ରକଳ୍ପ ଭେଟି ଦେଲେ କେନ୍ଦ୍ରମନ୍ତ୍ରୀ। ଢେଙ୍କାନାଳରେ ପ୍ରସ୍ତାବିତ କେନ୍ଦ୍ରୀୟ ବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସ୍‌ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଅସ୍ଥାୟୀ କ୍ୟାମ୍ପସ୍‌ର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ…

ରଥ ନିର୍ମାଣ ପାଇଁ ମିଳିବ ଆର୍ଥିକ…

ଓଏଲ୍‌ ବ୍ୟୁରୋ: ରାଜ୍ୟର ଯେଉଁ ଯେଉଁ ପ୍ରମୁଖ ଅଞ୍ଚଳରେ ରଥଯାତ୍ରା ହେଉଛି, ରାଜ୍ୟ ସରକାର ସେମାନଙ୍କୁ ସହାୟତାର ହାତ ବଢ଼ାଇବା ପାଇଁ ଚେଷ୍ଟା କରୁଛନ୍ତି। ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆଇନ ବିଭାଗ ଆର୍ଥିକ ସହାୟତା କରିବ ବୋଲି ବିଭାଗୀୟ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି…

ନାଲିବତି ବ୍ୟବହାର ଉପରେ କଟକଣା: ବିଭିନ୍ନ…

ଓଏଲ୍‌ ବ୍ୟୁରୋ: ଭିଆଇପି ସଂସ୍କୃତି ବନ୍ଦ କରିବା ଲାଗି ନାଲିବତି ବ୍ୟବହାର ଉପରେ କଟକଣା ଜାରି ହୋଇଛି। ଯାହାକୁ ନେଇ ବିଭିନ୍ନ ବିଭାଗକୁ ଚିଠି ଲେଖିଛନ୍ତି ପରିବହନ ସଚିବ। ଏଣିକି ମନମୁଖୀ ଲଗେଇ ପାରିବେନି ନାଲିବତି। ନାଲିବତି ବ୍ୟବହାରକୁ ନେଇ ସାଂଘାତିକ ଅବସ୍ଥା ସାମ୍ନାକୁ ଆସୁଛି। ବିନା ଅନୁମତିରେ ଚାଲିଛି…

ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ…

ଓଏଲ୍‌ ବ୍ୟୁରୋ: ପୁରୀ ଶ୍ରୀମନ୍ଦିରର ସୁରକ୍ଷା ପାଇଁ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ୍ ଟେକ୍ନୋଲୋଜି ବ୍ୟବହାର ନେଇ ସରକାରୀ ସ୍ତରରେ ବିଚାର ବିମର୍ଶ ଚାଲିଛି। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏନେଇ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ,…

ରାଜ୍ୟରେ ଲାଗୁ ହେବ ନୂଆ ଅବକାରୀ ନୀତି,…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଜୁନ୍‌ ୧୫ରୁ ଜୁନ୍‌ ୨୬ ଭିତରେ ନୂଆ ଅବକାରୀ ନୀତି ଆସିବ। ବରିଷ୍ଠ ଅଧିକାରୀ ଏନେଇ ସମୀକ୍ଷା କରୁଛନ୍ତି। ଆନ୍ଧ୍ର ସମେତ ବିଭିନ୍ନ ରାଜ୍ୟକୁ ଯାଇ ଅନୁଧ୍ୟାନ କରୁଛନ୍ତି।…

ମେ’୨୬ରେ ସାବିତ୍ରୀ ଆମାବାସ୍ୟା…

ଓଏଲ୍‌ ବ୍ୟୁରୋ: ମେ'୨୬ରେ ପବିତ୍ର ସାବିତ୍ରୀ ବ୍ରତ। ନାରୀ ମାନଙ୍କ ପାଇଁ ଏହି ବ୍ରତ ଏକ ଶ୍ରେଷ୍ଠ ଓ ପ୍ରିୟ ବ୍ରତ। ସ୍ୱାମୀଙ୍କ ମଙ୍ଗଳ ଓ ଦୀର୍ଘାୟୁ କାମନା କରି ବ୍ରତ ପାଳୁନ୍ତି ସ୍ତ୍ରୀ। ଲକ୍ଷ୍ମୀନାରାୟଣଙ୍କ ପୂଜା କରି ସ୍ୱାମୀଙ୍କ ମଙ୍ଗଳ କାମନା କରନ୍ତି। ସାବିତ୍ରୀଙ୍କ ପତିଭକ୍ତିକୁ ମନେ ପକାଇ କରନ୍ତି…