କୋଟିଆରେ କାର୍ଯ୍ୟ କରିବ ଓଡ଼ିଆ ଅସ୍ମିତା,…
ଓଏଲ୍ ବ୍ୟୁରୋ: ଦୂର ହେବ କୋଟିଆ କଳି। କୋଟିଆ ପାଇଁ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ରାଜସ୍ବ ମନ୍ତ୍ରୀ ସୁରେଶ ପୁଜାରୀଙ୍କ ଅଧ୍ୟକ୍ଷତାରେ ଗଠନ ହୋଇଛି କମିଟି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ୧୬ ଜଣିଆ କମିଟି ଗଠନ ହୋଇଛି। ଏହି…