ଢେଙ୍କାନାଳକୁ ୯୨ କୋଟିର ପ୍ରକଳ୍ପ ଭେଟି ଦେଲେ କେନ୍ଦ୍ରମନ୍ତ୍ରୀ

ଓଏଲ୍ ବ୍ୟୁରୋ: ଢେଙ୍କାନାଳକୁ ୯୨ କୋଟିର ପ୍ରକଳ୍ପ ଭେଟି ଦେଲେ କେନ୍ଦ୍ରମନ୍ତ୍ରୀ। ଢେଙ୍କାନାଳରେ ପ୍ରସ୍ତାବିତ କେନ୍ଦ୍ରୀୟ ବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସ୍ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଅସ୍ଥାୟୀ କ୍ୟାମ୍ପସ୍ର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହାସହ ସ୍ଥାୟୀ କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଢେଙ୍କାନାଳକୁ ୯୨ କୋଟିର ୨୨ଟି ପ୍ରକଳ୍ପ ଭେଟି ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଢେଙ୍କାନାଳ କାମାକ୍ଷାନଗରରେ କେନ୍ଦ୍ରୀୟ ବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ ଏବଂ ସ୍ଥାୟୀ କ୍ୟାମ୍ପସ ପାଇଁ ଭୂମିପୂଜନ ସମାରୋହରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ ହୋଇ ଢେଙ୍କାନାଳବାସୀଙ୍କୁ ୨୨ଟି ପ୍ରକଳ୍ପ ଭେଟି ଦେଇଛନ୍ତି।