Odisha Link
Bridging the Missing Links in Odisha

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା ସମ୍ପର୍କରେ କଲେ ଆଲୋଚନା

ଓଏଲ୍‌ ବ୍ୟୁରୋ: ନୂଆଦିଲ୍ଲୀଠାରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଟ୍ୱିଟ କର ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ନୂଆଦିଲ୍ଲୀଠାରେ ମାନ୍ୟବର କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଜୀ ଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲି। ଏହି ଅବସରରେ ଦେଶ ତଥା ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ ଦିଗକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରିଛି।