Odisha Link
Bridging the Missing Links in Odisha

ପ୍ରକାଶ ପାଇଲା ବିଜ୍ଞପ୍ତି: ଉତ୍କଳ ବିଶ୍ୱବିଦ୍ୟାଳୟକୁ ମିଳିଲା ନୂଆ ଭିସି

ଓଏଲ୍‌ ବ୍ୟୁରୋ: ଉତ୍କଳ ବିଶ୍ୱବିଦ୍ୟାଳୟର ନୂଆ ଭିସି ହେଲେ ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ। ଉତ୍କଳ ବିଶ୍ବବିଦ୍ୟାଳୟର ନୂଆ ଭାରପ୍ରାପ୍ତ ବସି ଭାବେ ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟଙ୍କୁ ଦାୟିତ୍ୱ ଦିଆଯାଇଛି। ଉତ୍କଳ ବିଶ୍ବବିଦ୍ୟାଳୟ ବାୟୋଟେକ୍ନୋଲୋଜି ବିଭାଗ ଦାୟିତ୍ବରେ ଅଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଦାୟିତ୍ବରେ ରହିବେ। ରାଜଭବନ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।