Odisha Link
Bridging the Missing Links in Odisha

ରାଜ୍ୟରେ ୫ କୋଭିଡ ପଜିଟିଭ ଚିହ୍ନଟ, ସୂଚନା ଦେଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ..

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ପୁଣି କରୋନା ସଂକ୍ରମଣ ବଢ଼ି ଚାଲିଛି। ଜଣେ ପଜିଟିଭ ଚିହ୍ନଟ ହେବା ପରେ ଆଜି ପୁଣି ରାଜ୍ୟରେ ୫ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। କୋଭିଡ ପଜିଟିଭ ଚିହ୍ନଟ ୫ ଜଣଙ୍କୁ ମଧ୍ୟରୁ ଜଣେ ଜଟଣୀ ଓ ଅନ୍ୟ ୪ ଭୁବନେଶ୍ବରର ବୋଲି ସୂଚନା ରହିଛି। ଅନ୍ୟପଟେ, କେନ୍ଦ୍ର ସହ ସ୍ୱାସ୍ଥ୍ୟ ବିଭାଗର କୋଭିଡ ବୈଠକ ସ୍ଥଗିତ ରଖାଯାଇଛି। ଖୁବଶୀଘ୍ର ନୂଆ ତାରିଖ ଘୋଷଣା ହେବ।