ବୈଷୟିକ ଶିକ୍ଷାରେ ପଛୁଆ ବର୍ଗଙ୍କୁ ମିଳିବ ସଂରକ୍ଷଣ, ସୂଚନା ଦେଲେ ଦକ୍ଷତା ବିକାଶ ମନ୍ତ୍ରୀ..

ଓଏଲ୍ ବ୍ୟୁରୋ: ଓଡ଼ିଶା ସରକାର ଶିକ୍ଷା କ୍ଷେତ୍ରରେ ୧୧.୨୫ ପ୍ରତିଶତ ସଂରକ୍ଷଣ ଦେବାର ନିଷ୍ପତ୍ତି ନେଇଛନ୍ତି। ଏହା ସହ ବୈଷୟିକ ଶିକ୍ଷାରେ ଖୁବ୍ଶୀଘ୍ର ପଛୁଆ ବର୍ଗଙ୍କୁ ମିଳିବ ସଂରକ୍ଷଣ। ଏନେଇ ସୂଚନା ଦେଇଛନ୍ତି ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ଵାଇଁ। ବିଭାଗ ବିଚାରବିମର୍ଶ କରୁଛି, ଖୁବ୍ଶୀଘ୍ର ଲାଗୁ ହେବ। ପଛୁଆ ବର୍ଗଙ୍କ ବିକାଶ ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ଵାଇଁ କହିଛନ୍ତି।