ରାଜ୍ୟରେ ଅତି ପ୍ରବଳ ବର୍ଷା ସମ୍ଭାବନା,…
ଓଏଲ୍ ବ୍ୟୁରୋ: ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି। ଏହା ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କିଛିକିଛି ସ୍ଥାନରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।…