ରାଜ୍ୟରେ ଖୁବ୍ଶୀଘ୍ର ଲାଗୁହେବ ନୂଆ…
ଓଏଲ୍ ବ୍ୟୁରୋ: ରାଜ୍ୟ ସରକାର ଆଣିଥିବା ଅବକାରୀ ନୀତିରେ ପୁଣି ଥରେ ପରିବର୍ତ୍ତନ କରାଯିବ। ରାଜ୍ୟରେ ଖୁବ୍ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି। ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଚଳିତ ମାସ ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହ ବେଳକୁ ଲାଗୁ ହେବ। ନୂଆ ମଦ ନୀତିରେ ନୂଆ…