ବିଜେଡିରୁ ବିଦା ହେଲେ ବିଭୁ ପ୍ରସାଦ, ନିଲମ୍ବନ କଲେ ପ୍ରତାପ ଜେନା

ଓଏଲ୍ ବ୍ୟୁରୋ: ବିଜେଡିରୁ ବିଦା ହେଲେ ପୂର୍ବତନ ବ୍ଲକ୍ ସଭାପତି ବିଭୁ ପ୍ରସାଦ ଦେହୁରୀ। ଢ଼େଙ୍କାନାଳ ସଦର ବ୍ଲକ୍ର ପୂର୍ବତନ ବିଜେଡି ସଭାପତି ବିଭୁ ପ୍ରସାଦଙ୍କୁ ନିଲମ୍ବନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ପ୍ରତାପ ଜେନା ବିଭୁ ପ୍ରସାଦଙ୍କୁ ବିଜେଡିରୁ ନିଲମ୍ବନ କରିଛନ୍ତି।