ଦେଶରେ ବଢୁଛି କରୋନା ସଂକ୍ରମଣ, କେରଳରେ…
ଓଏଲ୍ ବ୍ୟୁରୋ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ୩୯୬୧ କୋଭିଡ୍ ଆକ୍ରାନ୍ତ ମାମଲା ଚିହ୍ନଟ ହୋଇଛି। ଏଥିସହ ୨ ଜଣଙ୍କର ମୃତ୍ୟୁ ଘଟିଛି। ଆଜି ସକାଳ ସୁଦ୍ଧା ୨୪ ଘଣ୍ଟା ମଧ୍ୟରେ ୩୬୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଛି, ୧୮୧୮ ଜଣ…