ପୂରଣ ହେବ ପିଜିଟି ଶିକ୍ଷକ ପଦବୀ,…
ଓଏଲ୍ ବ୍ୟୁରୋ: ପୂରଣ ହେବ ୮୨୬ ପିଜିଟି ଶିକ୍ଷକ ପଦବୀ। ଆସନ୍ତା ୬ ତାରିଖରେ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ୧୬ ହଜାର କନିଷ୍ଠ…