ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ

ଓଏଲ୍ ବ୍ୟୁରୋ: ସଂସଦର ମୌସୁମୀ ଅଧିବେଶନ ତାରିଖ ଘୋଷଣା କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ। ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଜୁଲାଇ ୨୧ରୁ ଅଗଷ୍ଟ ୧୨ ଯାଏ ମୌସୁମୀ ଅଧିବେଶନ ଚାଲିବ।ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି।