ସଡ଼କ ଦୁର୍ଘଟଣା: ଆହତଙ୍କୁ ଉଦ୍ଧାର କରି…
ଓଏଲ୍ ବ୍ୟୁରୋ: ଆଜି ଅଣ୍ଡାଳସିଂ ରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି। ଜଗନ୍ନାଥ ସଡକରେ ପୁରୀ ଅଣ୍ଡାଳସିଂ ମୁଖ୍ୟ ରାସ୍ତାରେ ଗୋଟିଏ ଟ୍ରକ ସହ ମୋଟର ସାଇକେଲର ଧକ୍କା ହୋଇ ଦୁର୍ଘଟଣାରେ ମୋଟର ସାଇକେଲ ଚାଳକ ଆହତ ହୋଇ ରାସ୍ତାରେ ପଡ଼ିଥିବା ବେଳେ ରଥଯାତ୍ରା ନିମନ୍ତେ ପୁରୀରେ ସମନ୍ୱୟ ବୈଠକ ସାରି ପୁରୀରୁ…