ଦୁର୍ଘଟଣା ପରେ ବନ୍ଦ ହେଲା ଅହମ୍ମଦାବାଦ…
ଓଏଲ୍ ବ୍ୟୁରୋ: ଅହମ୍ମଦାବାଦ ଏୟାରପୋର୍ଟ ନିକଟରେ ବିମାନ ଦୁର୍ଘଟଣାଗ୍ରସ୍ତ। ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବିମାନ ଦୁର୍ଘଟଣା ହୋଇଛି। ଏଥିରେ ୨୪୨ ଜଣ ଯାତ୍ରୀ ଥିବା ସୂଚନା ରହିଛି। ପ୍ରାଥମିକ ରିପୋର୍ଟ ମୁତାବକ, ବିମାନର ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି ଦେଖାଯିବାରୁ ଏଭଳି ଦୁର୍ଘଟଣା ଘଟିଛି।…