ରଥଯାତ୍ରା ପାଇଁ ପୁରୀରେ କଡ଼ା ସୁରକ୍ଷା:…
ଓଏଲ୍ ବ୍ୟୁରୋ: ଆଗାମୀ ରଥଯାତ୍ରା ପାଇଁ ପୁରୀରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପହଲଗାମ୍ ଆକ୍ରମଣ ପରେ ସାରା ଦେଶରେ ଏବେ ହାଇଆଲର୍ଟ। ବିଶେଷକରି ଜନଗହଳି ପୂର୍ଣ୍ଣ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ପୁରୀ ରେଳଷ୍ଟେସନରେ ବିଭିନ୍ନ ସିକ୍ୟୁରିଟି…