Odisha Link
Bridging the Missing Links in Odisha
Monthly Archives

June 2025

ଇରାନ ଉପରେ ଆମେରିକାର ଆକ୍ରମଣ ପ୍ରସଙ୍ଗ:…

ଓଏଲ୍‌ ବ୍ୟୁରୋ: ଇରାନ-ଇସ୍ରାଏଲ ଯୁଦ୍ଧ ଏକ ନୂତନ ମୋଡ଼ ନେଇଛି। ମଧ୍ୟପ୍ରାଚ୍ୟରେ ବଢୁଛି ଉତ୍ତେଜନା। ଇରାନକୁ ଧ୍ଵସ୍ତ ବିଧ୍ଵସ୍ତ କରିବାକୁ ପଣ କରିଛି ଇସ୍ରାଏଲ। ଏବଂ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି ପରେ ତୃତୀୟ ବିଶ୍ବଯୁଦ୍ଧ ଆଡକୁ ମୁହାଁଉଛି ବିଶ୍ବ। ଇରାନ ଉପରେ ଆମେରିକାର ଭୟଙ୍କର ଆକ୍ରମଣ ପରେ ପାଗଳପ୍ରାୟ…

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପୁରୀ ପୌର…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ସଜେଇ ହେଉଛି ଶ୍ରୀକ୍ଷେତ୍ର। ପ୍ରସ୍ତୁତ ହେଉଛି ୩ ରଥ। ପୁରୀ ପ୍ରସାଶଵ ପକ୍ଷରୁ ଆରମ୍ଭ ହୋଇଛି ରଥଯାତ୍ରା ପ୍ରସ୍ତୁତି। ଏସବୁ ଭିତରେ ପୁରୀ ପୌର ସଂସ୍ଥାକୁ ଚିଠି କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ଶରଧାବାଲି ପବିତ୍ରତା ବଜାୟ ରଖିବାକୁ ଅନୁରୋଧ…

ଆଜି ଅଣସରର ତ୍ରୟୋଦଶୀ, ଶ୍ରୀବିଗ୍ରହଙ୍କ…

ଓଏଲ୍‌ ବ୍ୟୁରୋ: ଆଜି ଆଷାଢ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି। ଆଜି ଅଣବସର ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ଘଣାଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଦିବ୍ୟ ପ୍ରଲେପ ଖଳି ପ୍ରସ୍ତୁତ କରାଯାଇଛି। ଏ ନେଇ ଗତକାଲିଠାରୁ ସୁନା କୂଅରୁ ତିନି ଗରା ଜଳ ସୁଦ୍ଧ ସୁଆରଙ୍କ ଘରେ ବିଜେ ହେବା ପରେ…

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି…

ଓଏଲ୍‌ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ଵରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ…

ଓଡ଼ିଶାବାସୀଙ୍କୁ ୧୯ ହଜାର କୋଟି ଟଙ୍କାର…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବିଜେପି ସରକାର ଶାସନକୁ ଏକ ବର୍ଷ ପୂରଣ ହୋଇଛି। ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିଛନ୍ତି। ବିମାନବନ୍ଦରରେ ଭବ୍ୟ ସ୍ୱାଗତ କରାଯାଇଛି। ମୋହନ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ…

ଜନତା ମୈଦାନରେ ପ୍ରଧାନମନ୍ତ୍ରୀ,…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବିଜେପି ସରକାର ଶାସନକୁ ଏକ ବର୍ଷ ପୂରଣ ହୋଇଛି। ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିଛନ୍ତି। ବିମାନବନ୍ଦରରେ ଭବ୍ୟ ସ୍ୱାଗତ କରାଯାଇଛି। ମୋହନ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ମୋଦି।…

ମଞ୍ଚରେ କାନ୍ଦିଲେ ମହାମହିମ, ଜନ୍ମଦିନରେ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାର ଗର୍ବ ଓ ଗୌରବ, ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଆଜି ଜନ୍ମଦିନ। ୧୯୫୮ ମସିହା ଜୁନ୍ ୨୦। ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଏକ ଅଖ୍ୟାତ ପଲ୍ଲୀ ଉପରବେଡ଼ାରେ ଜନ୍ମଗ୍ରହଣ କରିଥିବା ଏହି ପ୍ରଥମ ନାଗରିକଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ। ମାଟିର ମୋତି, ମାନବିକତାର ମହନୀୟ…

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବିଜେପି ସରକାର ଶାସନକୁ ଏକ ବର୍ଷ ପୂରଣ ହୋଇଛି। ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିଛନ୍ତି। ବିମାନବନ୍ଦରରେ ଭବ୍ୟ ସ୍ୱାଗତ କରାଯାଉଛି। ଭାରତୀୟ ବାୟୁସେନାର ସ୍ଵତନ୍ତ୍ର ବିମାନ ଯୋଗେ ପହଞ୍ଚିଛନ୍ତି। ଆଜି ଜନତା…

ଯୁକ୍ତ ତିନି ନାମଲେଖା: ପ୍ରଥମ…

ଓଏଲ୍‌ ବ୍ୟୁରୋ: ପ୍ରକାଶ ପାଇଥିବା +୩ ପ୍ରଥମ ପର୍ଯ୍ୟାୟ କଟ ଅଫ ମାର୍କ ତାଲିକା ଅନୁସାରେ ନାମଲେଖା ଜାରି ରହିଛି। ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଅନୁସାରେ ଜୁନ ୧୬ରେ ନାମଲେଖା ଆରମ୍ଭ ହୋଇଥିବାବେଳେ ନାମଲେଖା ଅବଧି ବୃଦ୍ଧି କରାଯାଇଛି। ଜୁନ୍ ୨୧ ତାରିଖ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଟଙ୍କା ଜମା କରି ନ ଥିଲେ…

ଜାମିନ ଦେଲେନି ଭିଜିଲାନ୍ସ କୋର୍ଟ,…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ ପଡିଥିବା ଧର୍ମଗଡ଼ର ପୂର୍ବତନ ଉପଜିଲ୍ଲାପାଳଙ୍କ ଅଡୁଆ ବଢ଼ିବାରେ ଲାଗିଛି। ଗିରଫ ହେବା ପରେ ଜାମିନ ଆବେଦନ କରିଛନ୍ତି ଆଇଏଏସ୍ ଧୀମାନ ଚକମା। ହେଲେ ୨ ଦିନ ତଳେ ଜାମିନ ଖାରଜ କରିଥିଲେ ଭିଜିଲାନ୍ସ କୋର୍ଟ। ଶେଷରେ ସେ ହାଇକୋର୍ଟରେ ଜାମିନ ଆବେଦନ କରିଛନ୍ତି ଧର୍ମଗଡ଼ର…