Odisha Link
Bridging the Missing Links in Odisha

ବାଜିଲାଣି ନିର୍ବାଚନୀ ବିଗୁଲ: ଆସନ୍ତାକାଲି ଘୋଷଣା ହେବ ନିର୍ବାଚନ ତାରିଖ

ଓଏଲ୍‌ ବ୍ୟୁରୋ: ନିର୍ବାଚନ ଯେତେ ପାଖଉଛି ଓଡ଼ିଶା ରାଜନୈତିକ ମାହୋଲ ସେତେ ସରଗରମ ହେବାରେ ଲାଗିଛି। ଏହାରି ମଧ୍ୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ଆସନ୍ତାକାଲି ଘୋଷଣା ହେବ ନିର୍ବାଚନ ତାରିଖ। ଆସନ୍ତାକାଲି ଦିନ ୩ଟାରେ ନିର୍ବାଚନ ତାରିଖ ଘୋଷଣା ହେବା ନେଇ ନିଷ୍ପତି ହୋଇଛି। ନିର୍ବାଚନ କମିଶନଙ୍କ ବୈଠକ ପରେ ଏହି ନିଷ୍ପତି ସାମ୍ନାକୁ ଆସିଛି।