Odisha Link
Bridging the Missing Links in Odisha

ବିଜେପି ଛାଡ଼ିଲେ ଭୃଗୁ ବକ୍ସିପାତ୍ର

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନୀ ବିଗୁଲ ବାଜି ସାରିଛି। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ଏହାରି ମଧ୍ୟରେ ନେତାଙ୍କ ଦଳ ଡିଆଁ ପର୍ବ ଜାରି ରହିଛି। ବିଜେପି ଛାଡ଼ିଲେ ଭୃଗୁ ବକ୍ସିପାତ୍ର। ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ସେ ରାଜ୍ୟ ସଭାପତିଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି।