Odisha Link
Bridging the Missing Links in Odisha

ଭୁବନେଶ୍ୱରରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର, ପ୍ରଭୁ ଲିଙ୍ଗରାଜଙ୍କୁ କଲେ ଦର୍ଶନ

ଓଏଲ୍‌ ବ୍ୟୁରୋ: ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ସେ ଓଡ଼ିଶା ଗସ୍ତରେ ଆସି ଆଜି ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି। ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବା ପରେ ସେ ଖୁସିବ୍ୟକ୍ତ କରିଛନ୍ତି। ଶୃଙ୍ଖଳିତ ଦର୍ଶନ ହୋଇଥିବା ସେ କହିଛନ୍ତି। ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଆଜି ସପରିବାର ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।