ଗୃହ କାର୍ଯ୍ୟ ସ୍ୱାଭାବିକ, ବିଧାନସଭାରେ ଚାଲିଛି ପ୍ରଶ୍ନକାଳ

ଓଏଲ୍ ବ୍ୟୁରୋ: ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନର ଆଜି ଅଷ୍ଟମ ଦିବସ। ବିଧାନସଭା ଅଧିବେଶନର ଅଷ୍ଟମ ଦିନରେ ଗୃହ କାର୍ଯ୍ୟ ସ୍ୱାଭାବିକ ହୋଇଛି। ଗତକାଲି ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗର ପ୍ରଶ୍ନୋତ୍ତର ଆରମ୍ଭ ହୋଇଥିବାବେଳେ ବିଧାନସଭାରେ ସୁରୁଖୁରୁରେ ଚାଲିଥିଲା। ଆଜି ମଧ୍ୟ ଗୃହ କାର୍ଯ୍ୟ ସୁରୁଖୁରୁରେ ଆରମ୍ଭ ହୋଇଛି।