Odisha Link
Bridging the Missing Links in Odisha

ପୂରଣ ହେବ ପିଜିଟି ଶିକ୍ଷକ ପଦବୀ, ଶୁକ୍ରବାର ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ପୂରଣ ହେବ ୮୨୬ ପିଜିଟି ଶିକ୍ଷକ ପଦବୀ। ଆସନ୍ତା ୬ ତାରିଖରେ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ୧୬ ହଜାର କନିଷ୍ଠ ଶିକ୍ଷକ ନିଯୁକ୍ତି ଦେଇଛନ୍ତି ନୂଆ ସରକାର। ଖାଲି ପଦବୀ ପୂରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଆସନ୍ତା ୬ ତାରିଖରେ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।