Odisha Link
Bridging the Missing Links in Odisha

ଭୁବନେଶ୍ୱର ବିମାନବନ୍ଦରରୁ ସିଧାସଳଖ ଆବୁଧାବିକୁ ବିମାନ ସେବା ଆରମ୍ଭ

ଓଏଲ୍‌ ବ୍ୟୁରୋ: ଜନସାଧାରଣଙ୍କ ଦୁଆରେ ପହଞ୍ଚି ସେମାନଙ୍କ ଦୁଃଖ ବୁଝିବ ବିକାଶ ବାହନ। ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଅବସରରେ ବିକାଶ ବାହନର ଶୁଭାରମ୍ଭ କରି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ବରରୁ UAEକୁ ସିଧା ବିମାନ ସେବା ଆରମ୍ଭ ହୋଇଛି। ଭୁବନେଶ୍ବର ଏୟାରପୋର୍ଟରୁ UAEକୁ ଉଣାଡ଼ ଭରିଲା ବିମାନ। ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଆବୁଧାବିକୁ ସିଧା ଉଡ଼ାଣ ଆରମ୍ଭ ହୋଇଛି। ବିମାନ ସେବା ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପର୍ଯ୍ୟଟନ, ବାଣିଜ୍ୟ ଏବଂ ଏକ ବିକଶିତ ଓଡ଼ିଶା ସମ୍ଭାବନାକୁ ବୃଦ୍ଧି କରିବାରେ ସହାୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।