Odisha Link
Bridging the Missing Links in Odisha

ରାଜ୍ୟସଭା ସାଂସଦ ଅମର ସିଂହଙ୍କ ପରଲୋକ

ନୂଆଦିଲ୍ଲୀ: ପରଲୋକରେ ରାଜ୍ୟସଭା ସାଂସଦ ଅମର ସିଂହ। ମୃତ୍ୟୁ ବେଳକୁ ତାଙ୍କୁ ୬୪ବର୍ଷ ବୟସ ହୋଇଥିଲା। ସିଙ୍ଗାପୁରରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିବା ନେଇ ସୂଚନା ମିଳିଛି। ସୂଚନା ଯୋଗ୍ୟ ଯେ ଦେଢ଼ ମାସ ଧରି ସିଙ୍ଗାପୁରର ଏକ ହସ୍ପିଟାଲରେ ଆଇସିୟୁରେ ଥିଲେ।

Comments are closed.