Odisha Link
Bridging the Missing Links in Odisha

ନବାନ୍ନ ଲାଗି ଲଗ୍ନ ନିର୍ଦ୍ଧାରଣ

ସମ୍ବଲପୁର: ନୂଆଖାଇ ନବାନ୍ନ ଲାଗି ଲଗ୍ନ ନିର୍ଦ୍ଧାରଣ ହୋଇଛି। ୨୩ ତାରିଖ ସକାଳ ୯ଟା ୩୫ରୁ ୯ଟା ୫୦ ମଧ୍ୟରେ ନବାନ୍ନ ଲାଗି କରାଯିବ। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଇଙ୍କ ଠାରେ ଲାଗି ହେବ ନବାନ୍ନ। ବ୍ରହ୍ମପୁର ମନ୍ଦିର ଟ୍ରଷ୍ଟ କମିଟି ପକ୍ଷରୁ ନବାନ୍ନ ଲଗ୍ନ ଘୋଷଣା କରାଯାଇଛି।