ନଦୀୟା ବିହାରୀ ମହାନ୍ତିଙ୍କ ପରଲୋକ

କଟକ: ବିଶିଷ୍ଟ ଶିଶୁ ସାହିତ୍ୟିକ ନଦୀୟା ବିହାରୀ ମହାନ୍ତିଙ୍କ ଦେହାନ୍ତ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ୯୦ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ଏନେଇ ଶିଶୁ ସାହିତ୍ୟିକ ନଦୀୟା ବିହାରୀଙ୍କ ପରିବାର ପକ୍ଷରୁ ସୂଚନା ମିଳିଛି। ଲୋକପ୍ରିୟ ଅକାଶବାଣୀ କାର୍ଯ୍ୟକ୍ରମ ଶିଶୁ ସଂସାରର ବଡ଼ଭାଇ ନଦୀୟା । ସେ ୨୦୧୩ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ।