Odisha Link
Bridging the Missing Links in Odisha

ପାଠ୍ୟକ୍ରମରେ ସାମିଲ ହେବ ବରପୁତ୍ରଙ୍କ ଜୀବନୀ

ଭୁବନେଶ୍ୱର: ସ୍କୁଲ ପାଠ୍ୟକ୍ରମରେ ସାମିଲ ହେବ ଓଡ଼ିଶାର ବରପୁତ୍ରଙ୍କ ଜୀବନୀ। ଏନେଇ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। ବରପୁତ୍ରମାନଙ୍କ କାର୍ଯ୍ୟ ଓ ଜୀବନୀକୁ ବିଭିନ୍ନ ପାଠ୍ୟକ୍ରମରେ ରଖାଯିବ।

ସପ୍ତମ, ଅଷ୍ଟମ ଓ ନବମ ଶ୍ରେଣୀ ପାଇଁ ସ୍ୱତନ୍ତ୍ର ପ୍ରକ୍ରିୟାରେ ବିଷୟ ଚୟନ କରାଯିବ। ମେଧାବୀ ପିଲାଙ୍କୁ ସ୍ୱତନ୍ତ୍ର ସମ୍ମାନ ସହ ବାର୍ଷିକ ବୃତ୍ତି ପ୍ରଦାନ କରାଯିବ। ଏଥିପାଇଁ ଶିକ୍ଷାବିତ ଓ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନେଇ କମିଟି ଗଠନ ହେବ। ବରପୁତ୍ରମାନଙ୍କ ଜନ୍ମସ୍ଥାନକୁ ଆଦର୍ଶ ଗ୍ରାମରେ ପରିଣତ କରାଯିବ।

Comments are closed.