Odisha Link
Bridging the Missing Links in Odisha

ଭୂକମ୍ପରେ ଥରିଲା ଇଣ୍ଡୋନେସିଆ, ରିକ୍ଟର ସ୍କେଲରେ ତୀବ୍ରତା ୬.୬ ରେକର୍ଡ

ଏହି ବଡଧରଣର ଭୂକଂପରେ କେତେ ପରିମାଣରେ କ୍ଷୟକ୍ଷତି ହୋଇଛି ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ।

ଓଏଲ୍‌ ବ୍ୟୁରୋ: ଭୂକଂପରେ ଥରିଲା ଜାଭା। ଇଣ୍ଡୋନେସିଆରେ ବଡ଼ଧରଣର ଭୂକମ୍ପ ଅନୁଭୂତ ହୋଇଥିବା ଜଣା ପଡିଛି। ଇଣ୍ଡୋନେସିଆର ଜାଭାରେ ଏହି ବଡଧରଣର ଭୂକମ୍ପ ଅନୁଭୂତ ହୋଇଛି। ଜାଭାରେ ହୋଇଥିବା ଏହି ବଡଧରଣର ଭୂକଂପର ତୀବ୍ରତା ରିକ୍ଟର ସ୍କେଲରେ ୬.୬ ରେକର୍ଡ କରାଯାଇଛି। ଇଣ୍ଡୋନେସିଆର ଜାଭାରେ ହୋଇଥିବା ଏହି ବଡଧରଣର ଭୂକଂପରେ କେତେ ପରିମାଣରେ କ୍ଷୟକ୍ଷତି ହୋଇଛି ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ।