Odisha Link
Bridging the Missing Links in Odisha

ନୂଆ ରୂପ ପାଇବ ବାରବାଟୀ, ନବକଳେବର…

ଓଏଲ୍‌ ବ୍ୟୁରୋ: ଓଡ଼ିଶା କ୍ରିକେଟ ଇତିହାସରେ ଯୋଡ଼ିହେଲା ନୂଆ ଅଧ୍ୟାୟ। ଐତିହାସିକ ବାରବାଟୀ ଷ୍ଟାଡିୟମର ହେବ ନବକଳେବର। ଏଥିପାଇଁ ଆଜି ମୂଳଦୁଆ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଭିତରେ ବାରବାଟୀ ଷ୍ଟାଡିୟମର ପୁନଃନିର୍ମାଣ କାର୍ଯ୍ୟର ଶିଳାନ୍ୟାସ କରିଛନ୍ତି…

ବିଭ୍ରାନ୍ତିକର ବିଜ୍ଞାପନ ମାମଲା:…

ଓଏଲ୍‌ ବ୍ୟୁରୋ: ପୁଣିଥରେ ଅଡ଼ୁଆରେ ଯୋଗ ଗୁରୁ ବାବା ରାମଦେବ। ବିଭ୍ରାନ୍ତିକର ବିଜ୍ଞାପନକୁ ନେଇ ପତଞ୍ଜଳି ଉପରେ ସୁପ୍ରିମକୋର୍ଟ ଖପ୍ପା।ପତଞ୍ଜଳି ଆୟୁର୍ବେଦ ଏବଂ ଏମଡିଙ୍କୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ। ପତଞ୍ଜଳି ଓ ବାଲକୃଷ୍ଣଙ୍କୁ ଅଦାଲତ ଅବମାନନା ନୋଟିସ ପଠାଇବା ସହ ଜବାବ ମାଗିଛନ୍ତି…

ମାର୍ଚ୍ଚ ପ୍ରଥମ ସପ୍ତାହରୁ ଦେଶରେ ଲାଗୁ…

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ଏବେ ନିର୍ବାଚନର ମାହୋଲ। ଲୋକସଭା ନିର୍ବାଚନକୁ ଏକ ମାସ ସମୟ ଥିବା ବେଳେ ପଲ୍ଲୀରୁ ଦିଲ୍ଲୀ ରାଜନୀତି ଏବେ ସରଗରମ। ଏସବୁ ମଧ୍ୟରେ ଦୀର୍ଘ ୪ ବର୍ଷ ତଳୁ ଆଇନରେ ପରିଣତ ହୋଇ ସାରିଥିବା ନାଗରିକତ୍ୱ ସଂଶୋଧନ ଆଇନ ବା ସିଏଏ ଲାଗୁ କରିବାକୁ କେନ୍ଦ୍ର ସରକାର ଆଗଭର ହୋଇଛନ୍ତି।…

ଓଡ଼ିଶାରେ ହେବ କି ବିଜେଡି-ବିଜେପି ମେଣ୍ଟ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଏକାସାଥିରେ ହେବ ବିଧାନସଭା ଓ ଲୋକସଭା ନିର୍ବାଚନ। ଏଥିପାଇଁ ରାଜ୍ୟର ୩ ପ୍ରମୁଖ ଦଳ ଆରମ୍ଭ କରିଛନ୍ତି ଅଙ୍କକଷା। ବିଜେଡି, ବିଜେପି ଓ କଂଗ୍ରେସ ଦଳୀୟ କର୍ମୀଙ୍କୁ କରୁଛନ୍ତି ଘନ ଘନ ବୈଠକ। ଏସବୁ ମଧ୍ୟରେ ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି ଓଡ଼ିଶା ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ…

କାଲି ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟର ୧୫…

ଓଏଲ୍‌ ବ୍ୟୁରୋ: ରାତି ପାହିଲେ ରାଜ୍ୟସଭା ନିର୍ବାଚନ। ଏଥିପାଇଁ ସମସ୍ତ ପ୍ରସ୍ତୁତି ହୋଇ ସାରିଛି। ୫୬ଟି ଆସନରୁ ରାଜ୍ୟସଭା ନିର୍ବାଚନରେ ୪୧ ଜଣ ପ୍ରାର୍ଥୀ ବିନା ପ୍ରତିଦ୍ବନ୍ଦ୍ବିତାରେ ନିର୍ବାଚିତ ହୋଇଛନ୍ତି। କଂଗ୍ରେସର ପୂର୍ବତନ ସଭା‌ପତି ସୋନିଆ ଗାନ୍ଧୀ, ବିଜେପି ସଭାପତି ଜେପି ନଡ୍ଡା,…

ଲଗାତାର ୧୭ ଥର ଟେଷ୍ଟ ସିରିଜ ଦଖଲ କଲା…

ଓଏଲ୍‌ ବ୍ୟୁରୋ: ଭାରତ-ଇଂଲଣ୍ଡ ୫ଟିକିଆ ଟେଷ୍ଟ ସିରିଜ ହାତେଇଲା ଟିମ୍‌ ଇଣ୍ଡିଆ। ଶେଷ ଟେଷ୍ଟ ମ୍ୟାଚ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ୩-୧ରେ ସିରିଜକୁ ହାତେଇ ନେଇଛି। ୨୦୧୨-୧୩ ମସିହାରୁ ଟିମ୍‌ ଇଣ୍ଡିଆ ଭାରତୀୟ ମାଟିରେ ଗୋଟିଏ ବି ଟେଷ୍ଟ ସିରିଜ ହାରି ନାହିଁ। ଏଥିସହିତ ଭାରତ ଲାଗାତାର ୧୭ ଥର ପାଇଁ ଟେଷ୍ଟ…

ଜ୍ଞାନବାପୀ ମାମଲା: ମୁସଲିମ୍‌ ପକ୍ଷକୁ…

ଓଏଲ୍‌ ବ୍ୟୁରୋ: ଜ୍ଞାନବାପୀ ପୀଠ ମାମଲାରେ ଆହ୍ଲାବାଦ ହାଇର୍କୋଟଙ୍କ ବଡ଼ ରାୟ। ପୀଠରେ ଜାରି ରହିବ ହିନ୍ଦୁ ପକ୍ଷଙ୍କ ପୂଜାର୍ଚ୍ଚନା। ଜଷ୍ଟିସ ରୋହିତ ରଂଜନ ଅଗ୍ରୱାଲଙ୍କ ଖଣ୍ଡପୀଠରେ ଶୁଣାଣି ପରେ ରାୟ ଶୁଣାଇଛନ୍ତି କୋର୍ଟ।ଅନଜୁମନ ଇନ୍ତଜାମିଆ ମସଜିଦ କମିଟିର ଆବେଦନକୁ ଖାରଜ କରିଛନ୍ତି ଉଚ୍ଚ ନ୍ୟାୟାଳୟ।…

ମାର୍ଚ୍ଚ ୩ରେ ନୟାଗଡ଼ ସାହିତ୍ୟ ଉତ୍ସବ,…

ନୟାଗଡ଼: ଓଡ଼ିଆ ମିଡିଆ ପ୍ରାଇଭେଟ୍ ଲିମିଟେଡ୍ ଆନୁକୂଲ୍ୟରେ ଆୟୋଜିତ ହେଉଛି ଜିଲ୍ଲାର ସର୍ବବୃହତ୍ ସାରସ୍ୱତ ସମାବେଶ ତୃତୀୟ ନୟାଗଡ଼ ସାହିତ୍ୟ ଉତ୍ସବ। ଆଜି ଅପରାହ୍ଣରେ ସ୍ଥାନୀୟ ସିନ୍ଦୁରିଆ ବିଦ୍ୟାଳୟ ପ୍ରାଙ୍ଗଣରେ ଏ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିବାବେଳେ ଆସନ୍ତା ମାର୍ଚ୍ଚ ୩ ତାରିଖ ରବିବାର…

କଣ୍ଟିଲୋକୁ ଏନ୍‌ଏସି ମାନ୍ୟତା, ଘୋଷଣା…

ଓଏଲ୍‌ ବ୍ୟୁରୋ: ନୟାଗଡ଼ ଜିଲ୍ଲା କଣ୍ଟିଲୋବାସୀଙ୍କ ପାଇଁ ଖୁସି ଖବର। କାରଣ କଣ୍ଟିଲୋକୁ ମିଳିଲା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ମାନ୍ୟତା। ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯାହାଫଳରେ ନୟାଗଡ଼ ଜିଲ୍ଲାରେ ଏନ୍‌ଏସି ସଂଖ୍ୟା ୫କୁ ବୃଦ୍ଧି ପାଇଛି। ପୂର୍ବରୁ ଜିଲ୍ଲାର…

ରାଜ୍ୟରେ ୩୪ଟି ନୂଆ ଏନ୍‌ଏସି ଓ ୫ଟି…

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନ ପୂର୍ବରୁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚଟି ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯାଇଥିବା ଘୋଷଣା…