Odisha Link
Bridging the Missing Links in Odisha

ଅନୁକୁଳଚନ୍ଦ୍ରଙ୍କୁ ଠାକୁର ଘୋଷଣା ପାଇଁ…

ଓଏଲ୍‌ ବ୍ୟୁରୋ: ସୋମବାର ଶ୍ରୀ ଶ୍ରୀ ଠାକୁର ଅନୁକୂଳ ଚନ୍ଦ୍ରଙ୍କୁ ‘ପରମାତ୍ମା’ ଘୋଷଣା କରିବା ପାଇଁ ସୁପ୍ରିମକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ହୋଇଥିଲା। ସୋମବାର ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି କରି ଆବେଦନକାରୀଙ୍କୁ ଭର୍ତ୍ସନା କରିଛନ୍ତି। ଏଥିସହିତ ଆବେଦନକାରୀଙ୍କ ଉପରେ ସର୍ବୋଚ୍ଚ ଅଦାଲତ ୧ ଲକ୍ଷ…

ପ୍ରଥମ ଦିନିକିଆ ହାରିବା ପରେ ଟିମ୍‌…

ଓଏଲ୍‌ ବ୍ୟୁରୋ: ବାଂଲାଦେଶ ବିପକ୍ଷ ପ୍ରଥମ ଦିନିକିଆରେ ପରାସ୍ତ ହୋଇଥିବା ଟିମ୍‌ ଇଣ୍ଡିଆକୁ ବଡ଼ ଝଟକା। ଧିମା ବୋଲିଂ ପାଇଁ ଭାରତୀୟ ଖେଳାଳିଙ୍କ ଉପରେ ଆର୍ଥିକ ଦଣ୍ଡ ଲଗାଇଛି ଆଇସିସି। ଦଣ୍ଡ ସ୍ୱରୂପ ସବୁ ଖେଳାଳିଙ୍କ ମ୍ୟାଚ୍‌ ଫି’ ୮୦% କାଟି ଦିଆଯାଇଛି। ପ୍ରଥମ ଦିନିକିଆରେ ଭାରତ ଆବଶ୍ୟକ ସମୟ ଭିତରେ…

କାହାର ହେବ ପଦ୍ମପୁର ?

ଓଏଲ୍‌ ବ୍ୟୁରୋ: ନେତା ବାଛିଲେ ପଦ୍ମପୁର ଜନତା। ଶାନ୍ତି ଶୃଙ୍ଖଳାର ସହିତ ସରିଲା ପଦ୍ମପୁର ଉପନିର୍ବାଚନ। ଇଭିଏମରେ ସିଲ୍‌ ହେଲା ୧୦ ପ୍ରାର୍ଥୀଙ୍କ ଭାଗ୍ୟ। ଫଳାଫଳ ନେଇ ନେତାଙ୍କ ଛାତିି ଧଡ ଧଡ ହେଉଥିବାବେଳେ ଗୁରବାର ଆସିବ ପଦ୍ମପୁର ଫଳାଫଳ। ରେଜଲ୍ଟ ଯାହା ସପକ୍ଷରେ ଗଲେ ବି ୨୦୨୪ ପାଇଁ ଏହା ଯେ ସବୁ ଦଳ…

ସୋଆ କୃଷି ବିଜ୍ଞାନ ଛାତ୍ରଛାତ୍ରୀ ମାନଙ୍କ…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଗ୍ରିକଲ୍‌ଚରାଲ୍‌ ସାଇନ୍‌ସେସ୍‌ (ଆଇଏଏସ୍‌)ର ଚତୁର୍ଥ ବର୍ଷ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସୋମବାର ଦିନ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସ୍ଥାନରେ ‘ବିଶ୍ୱ ମୃର୍ତ୍ତିକା ଦିବସ’ ପାଳିତ ହୋଇଛି । ଭୁବନେଶ୍ୱର ଉପକଣ୍ଠ ଛତାବର,…

ରାଓ୍ବଲପିଣ୍ଡି ଟେଷ୍ଟ ଜିତିଲା ଇଂଲଣ୍ଡ,…

ଓଏଲ୍‌ ବ୍ୟୁରୋ: ପାକିସ୍ତନାର ରାଓ୍ବଲପିଣ୍ଡିରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚକୁ ଜିତି ନେଇଛି ଇଂଲଣ୍ଡ। ପାକିସ୍ତାନକୁ ୭୪ ରନରେ ପରାସ୍ତ କରିଛି ବେନ୍‌ ଷ୍ଟୋକ୍ସଙ୍କ ଇଂଲଣ୍ଡ ଦଳ । ଏଥିସହିତ ୩ ମ୍ୟାଚ ବିଶିଷ୍ଟ ସିରିଜରେ ଇଂଲଣ୍ଡ ୧-୦ରେ ଆଗୁଆ ରହିଛି। ୨୨ ବର୍ଷ ପରେ ପାକିସ୍ତାନକୁ ତାର ମାଟିରେ ଇଂଲଣ୍ଡ…

ପଦ୍ମପୁର ଉପନିର୍ବାଚନ: ଭୋଟ ଦେଲେ ବର୍ଷା

ଓଏଲ୍‌ ବ୍ୟୁରୋ: ନେତା ବାଛୁଛନ୍ତି ପଦ୍ମପୁର ଜନତା। ସକାଳ ୭ଟାରୁ ଉପନିର୍ବାଚନ ପାଇଁ ଚାଲିଛି ଭୋଟିଂ। ସକାଳୁ ସକାଳୁ ଧାଡ଼ିରେ ଠିଆ ହୋଇ ଭୋଟ୍ ଦେଉଛନ୍ତି ଭୋଟର। ଏହା ଅପରାହ୍ଣ ୪ଟା ଯାଏ ଚାଲିବ। ଆଜି ସକାଳୁ ଭୋଟଗ୍ରହଣ କେନ୍ଦ୍ରରେ ମକ୍‌ ପୋଲ୍ କରାଯାଇଥିଲା। ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ମଧ୍ୟ…

ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭାରତକୁ ଜି-୨୦ ଅଧ୍ୟକ୍ଷ ପଦ ମିଳିବା ପରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପୂର୍ବ ବୈଠକ ରାଷ୍ଟ୍ରପତି ଭବନରେ ହେବ। ଦେଶର ସବୁ ଦଳର ମୁଖ୍ୟ ଏହି ବୈଠକ ରେ ଯୋଗ ଦେବେ। ଏନେଇ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବେ। ଡିସେମ୍ବର…

ବଡ଼ ବଡ଼ କମ୍ପାନୀ କରୁଛନ୍ତି ଖର୍ଚ୍ଚ କାଟ,…

ଓଏଲ୍‌ ବ୍ୟୁରୋ: ବିଶ୍ବର ବଡ଼ ବଡ଼ କମ୍ପାନୀ ଗୁଡ଼ିକରେ ଚାଲିଛି ଛଟେଇ ପ୍ରକ୍ରିୟା। ଟ୍ବିଟର, ଆମାଜନ, ଗୁଗୁଲ, ଇଣ୍ଟେଲ ଭଳି ବଡ଼ ସଂସ୍ଥା ବଡ଼ ଧରଣର ଛଟେଇ କରିଛନ୍ତି । ଏବେ ଏହି କ୍ରମରେ ସାମିଲ୍‌ ହୋଇଛି ସୋସିଆଲ ମିଡିଆ ପ୍ଲାଟଫର୍ମ ସେୟାରଚାଟ୍‌। ମୋଟ କର୍ମଚାରୀଙ୍କ ମଧ୍ୟରୁ ୫ ପ୍ରତିଶତ କର୍ମଚାରୀ ଚାକିରି…

ବାଂଲାଦେଶ ସିରିଜ୍ ପୂର୍ବରୁ ଟିମ୍…

ଓଏଲ୍‌ ବ୍ୟୁରୋ: ଡିସେମ୍ବର ୪ ତାରିଖରୁ ଆରମ୍ଭ ହେବ ବାଂଲାଦେଶ-ଭାରତ ଦିନିକିଆ ସିରିଜ। ଏହି ସିରିଜ ଆରମ୍ଭ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟକା । ଦଳର ଷ୍ଟାର ପେସ୍‌ ବୋଲର ମହମ୍ମଦ ସାମି ଆହତ କାରଣରୁ ସିରିଜରୁ ବାଦ ପଡ଼ିଛନ୍ତି। ତାଙ୍କ ବଦଳ ଖେଳାଳି ଭାବେ ଯୁବ ପେସ୍‌ ବୋଲର ଉମରାନ୍‌ ମଲ୍ଲିକଙ୍କୁ ଦଳରେ…

ବିଧାନସଭା : ମାତ୍ର ୮ ଦିନରେ ଶେଷ ହେଲା…

ଓଏଲ୍‌ ବ୍ୟୁରୋ: ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ବିଧାନସଭାର ଶୀତକାଳୀନ ଅଧିବେଶନ। ନଭେମ୍ବର ୨୪ରୁ ଆରମ୍ଭ ହୋଇଥିବା ଶୀତ ଅଧିବେଶନ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିଥାଆନ୍ତା। କିନ୍ତୁ ତା ପୂର୍ବରୁ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଚଳିତଥର…