Odisha Link
Bridging the Missing Links in Odisha

୧୭ତମ ଲୋକସଭା: ତିନ୍‌ ତଲାକ ବିଲକୁ ବିରୋଧ…

ନୂଆଦିଲ୍ଲୀ: ଆଜି କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଲୋକସଭାରେ ତିନ୍ ତଲାକ ବିଲକୁ ଆଗତ କରିଛନ୍ତି| ଏହି ବିଲ୍‌ ଦ୍ବାରା ମୁସଲିମ ମହିଳାମାନଙ୍କ ଅଧିକାର ସୁରକ୍ଷିତ ରହିବ ଏବଂ ମହିଳାଙ୍କୁ ନ୍ୟାୟ ଓ ସଶକ୍ତିକରଣ କରିବା ପାଇଁ ଏହି ପ୍ରୟାସ କରାଯାଉଛି ବୋଲି ରବିଶଙ୍କର ପ୍ରସାଦ କହିଛନ୍ତି| ଏହା ସହ…

୩୫ ତମ ଜିଏସ୍‌ଟି ବୈଠକ ଆଜି, ନିଆଯାଇପାରେ…

ନୂଆଦିଲ୍ଲୀ : ଆଜି ଜିଏସଟି କାଉନସିଲର ୩୫ତମ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଅଧ୍ୟକ୍ଷତା କରିବେ। ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ|ଏହି ବୈଠକରେ ଆଲୋଚନା ହେବାକୁ ଥିବା ପ୍ରସଙ୍ଗ ମଧ୍ୟରେ ରହିଛି ଜିଏସଟି ଇ-ୱେ ବିଲ ବ୍ୟବସ୍ଥା। ଏହା…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜୀବନରୁ…

ନୂଆଦିଲ୍ଲୀ: ଆଜି ଭାରତ ସହିତ ସାରା ବିଶ୍ୱ ପାଳନ କରୁଛି ପଞ୍ଚମ ବିଶ୍ବ ଯୋଗ ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ରାଞ୍ଚିଠାରେ ୩୦ ହଜାରରୁ ଉର୍ଦ୍ଧ ଲୋକଙ୍କ ସହ ମିଶି ଯୋଗ କରିଥିଲେ। କିନ୍ତୁ ଏବେ ଏକ ଚମକାଇଦେଲା ଭଳି କଥା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜୀବନରୁ ମାରିଦେବା ପାଇଁ ଧମକ…

ବିଶ୍ବ ଯୋଗ ଦିବସ: ସରିଲା ଯୋଗ, ଆସନ…

ନୂଆଦିଲ୍ଲୀ: ଆଜି ହେଉଛି ପଞ୍ଚମ ଅନ୍ତର୍ଜାତୀୟ ଯୋଗ ଦିବସ। ଭାରତ ସହିତ ସାରା ବିଶ୍ୱ ପାଳନ କରୁଛି ଯୋଗ ଦିବସ। ଏହି ଅବସରରେ ହରିଆଣାର ରୋହତକରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ମଧ୍ୟ ଉପସ୍ଥିତ ଥିଲେ।…

ଏଏନ୍‌-୩୨ ବିମାନ ଦୁର୍ଘଟଣା: ୧୩…

ନୂଆଦିଲ୍ଲୀ: ଆଜି ଏଏନ୍‌-୩୨ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବାୟୁସେନା ଯବାନମାନଙ୍କୁ ଦିଲ୍ଲୀରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଗତକାଲି ଅରୁଣାଚଳ ପ୍ରଦେଶରୁ ଭାରତୀୟ ବାୟୁସେନାର ଏହି ୧୩ ଜଣ କର୍ମଚାରୀଙ୍କର ଦେହାବଶେଷ ଉଦ୍ଧାର କରାଯାଇଥିଲା। ଶେଷକୃତ୍ୟ ପାଇଁ ଏବେ…

ଭିନ୍ନ ଢଙ୍ଗରେ ଯୋଗ ଦିବସ ପାଳନ କଲେ ଯବାନ

ନୂଆଦିଲ୍ଲୀ: ଆଜି ପଞ୍ଚମ ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ଆଜି ସମଗ୍ର ବିଶ୍ୱ ପାଳନ କରୁଛି ବିଶ୍ବ ଯୋଗ ଦିବସ। ଦେଶର ବିଭିନ୍ନ ଅଞ୍ଚଳରେ ଯୋଗ ଦିବସକୁ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ଝାରଖଣ୍ଡର ରାଜଧାନୀ ରାଞ୍ଚିରେ…

ଆଜି ଅପରାହ୍ନରେ ପ୍ରକାଶ ପାଇବ +୨ କଳା,…

ଭୁବନେଶ୍ବର: ଆଜି ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦୁଇଟି ୱେବସାଇଟ ଖୋଲାଯାଇଛି। www.orissaresults.nic.in ଏବଂ  www.chseodisha.nic.in  ମାଧ୍ୟମରେ ରେଜଲ୍ଟ ପାଇପାରିବେ ଛାତ୍ରଛାତ୍ରୀ । କଳାରେ…

ପଦ୍ମ ଧରିଲେ ଟିଡ଼ିପିର ୪ ରାଜ୍ୟସଭା ସାଂସଦ

ନୂଆଦିଲ୍ଲୀ : ରାଜ୍ୟସଭାରେ ତେଲଗୁଦେଶମ ପାର୍ଟି(ଟିଡିପି)କୁ ଏକ ଶକ୍ତ ଧକ୍କା ଲାଗିଛି। ଚନ୍ଦ୍ରବାବୁ ବର୍ତ୍ତମାନ ବିଦେଶ ଗସ୍ତରେ ଥିବାବେଳେ ଆଜି ଟିଡିପିର ୪ ଜଣ ରାଜ୍ୟସଭା ସାଂସଦ ଦଳ ଛାଡ଼ି ବିଜେପିରେ ମିଶିଛନ୍ତି।। ଏହି ୪ ଜଣଙ୍କ ମଧ୍ୟରେ ଅଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ୍ଵାଇଏସ ଚୌଧୁରୀ, ସିଏମ…

ରାଷ୍ଟ୍ରପତି ଏକକ ନିର୍ବାଚନ ପ୍ରସ୍ତାବକୁ…

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର ପ୍ରଥମ ଅଧିବେଶନରେ ଉଭୟ ଲୋକସଭା ଓ ରାଜ୍ୟସଭାର ସମସ୍ତ ସାଂସଦମାନଙ୍କୁ ଉଦ୍‌ବୋଧନ ଦେଇଛନ୍ତି। ଏହାସହ ରାଷ୍ଟ୍ରପତି ରାମନାଥ କୋବିନ୍ଦ କେନ୍ଦ୍ର ସରାକାରଙ୍କ ଏକକ ନିର୍ବାଚନ ପ୍ରସ୍ତାବ ପ୍ରସଂଗରେ ନିଜର ସମର୍ଥନ ଜଣାଇଛନ୍ତି। ଏକକ ନିର୍ବାଚନ ଏକ ବିକାଶ…

ସଚିବାଳୟରେ ରାଜ୍ୟ ମନ୍ତ୍ରୀପରିଷଦ ବୈଠକ…

ଭୁବନେଶ୍ବର: ସଚିବାଳୟରେ ରାଜ୍ୟ ମନ୍ତ୍ରୀପରିଷଦ ବୈଠକ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ବିଭାଗୀୟ ମନ୍ତ୍ରୀ ମଧ୍ୟ ଯୋଗ ଦେଇଛନ୍ତି। ଏହି ବୈଠକରେ ୨୦୧୯-୨୦ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ଚିଠା ବଜେଟକୁ ଅନୁମୋଦନ ମିଳିବାର ସମ୍ଭାବନା…