Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପୁନରୁଦ୍ଧାର…

ଭୁବନେଶ୍ବର: ଆଜି ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲିବା ପରେ ବାତ୍ୟା ପୁନରୁଦ୍ଧାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୭ ଦିନ ମଧ୍ୟରେ ପ୍ରଭାବିତ ଜିଲ୍ଲା ଗୁଡିକରେ ଘରଭଙ୍ଗା କ୍ଷତିର ଆକଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ନବୀନ।  ସମସ୍ତ ମରାମତି ଓ ପୁନରୁଦ୍ଧାର କାର୍ଯ୍ୟକୁ…

କରୋନା: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୬୬୪…

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ଦୃତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର। ଆଜି ରାଜ୍ୟରୁ ୭୬୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ହେଲେ ଯେଉଁ ମାତ୍ରାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି ତା ଆଗରେ ଏହି ସୁସ୍ଥ ସଂଖ୍ୟା କିଛି ବି ନୁହେଁ। ଆଜି ଗୋଟିଏ…

ଦନ୍ତାହାତୀ ଆକ୍ରମଣରେ ଚାଲିଗଲା ୨ ଜଣଙ୍କ…

ରାଇରଙ୍ଗପୁର: ଜଙ୍ଗଲକୁ ଜାଳେଣି କାଠ ସଂଗ୍ରହ କରିବାକୁ ଯାଇ ହାତୀ ଆକ୍ରମଣରେ ଚାଲିଗଲା ୨ ଜଣଙ୍କ ଜୀବନ। ଏପରି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବନଖଣ୍ଡର ବିଶୋଇ ରେଞ୍ଜର ଟୁଙ୍ଗୁରୁ ଜଙ୍ଗଲରେ। ସୂଚନାଯୋଗ୍ୟ ଯେ, ରାଇରଙ୍ଗପୁର ବନଖଣ୍ଡ ବିଶୋଇ ଥାନା ଦୁଧକୁଣ୍ଡି ଗ୍ରାମର ଦୁଇଜଣ ମହିଳା…

ଖଣିରେ ବିସ୍ଫୋରଣ, ଚାଲିଗଲା ୧୦ ଜୀବନ

ବିଶାଖାପାଟଣା: ରାଜ୍ୟରେ ଦୃତ ଗତିରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ଏହାରି ଭିତରେ ଆସିଛି ଏକ ବଡ଼ ଦୁଃଖଦ ଖବର। ତାହା ହେଲା ଖଣିରେ ବିସ୍ଫୋରଣ ଘଟି ୧୦ ଜଣଙ୍କ ମୃତ୍ୟୁ ହୋଇଛି।  ଆନ୍ଧ୍ରପ୍ରଦେଶ କଡ଼ାପା ଜିଲ୍ଲା କାଲାସାପାଡୁର ମାମିଲାପାଲ୍ଲେ ଗ୍ରାମରେ ଏହି ଅଘଟଣ ଘଟିଛି।  ମମିଲାପାଲେ ଖଣିରେ ଜିଲୋଟିନ…

ରାଜଧାନୀରୁ ୧୧୧୮ କରୋନା ଆକ୍ରାନ୍ତ…

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୧୧୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୧୮୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୯୩୩ ଜଣ ଲୋକାଲ୍‌ କେସ୍‌ ରହିଛି। ଏହାଛଡ଼ା ୬୭୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ଟ୍ୱିଟ୍‌ କରିଛି। ସେପଟେ…

ବିରୋଧୀ ଦଳ ନେତା ପ୍ରଦୀପ୍ତ ଓ ସାଂସଦ…

ଭୁବନେଶ୍ବର: କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଏବଂ ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରିବାର ଲୋକଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ପରିବାର ଲୋକଙ୍କ ସହ କଥା ହେବା ସହ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୋଦି। କରୋନାରେ ପୀଡ଼ିତ ହୋଇ…

କରୋନା: ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୫୪…

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ଦୃତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର ।  ଆଜି ରାଜ୍ୟରୁ  ୬୮୫୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୪ ଲକ୍ଷ ୨୩ ହଜାର ୨୫୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ…

କରୋନା ଟିକାରୁ GST ଛାଡ଼ ପାଇଁ କେନ୍ଦ୍ର…

ଭୁବନେଶ୍ୱର: ସାରା ଦେଶ ଏବେ କରୋନା ସହ ଲଢ଼ୁଥିବା ବେଳେ ଟିକାକରଣ ଜାରି ରହିଛି। ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କ ଲାଗି କେନ୍ଦ୍ର ମାଗଣା ଟିକା ଯୋଗାଇ ଦେଉଛି। ରାଜ୍ୟ ସରକାର ୧୮ରୁ ୪୪ ବର୍ଷ ବୟସ୍କଙ୍କ କୋଭିଡ୍ ଟିକାକରଣ ମାଗଣାରେ କରିବେ ବୋଲି ଘୋଷଣା କରିଛନ୍ତି । ୧୮ରୁ ୪୪ ବର୍ଷ ବୟସ୍କଙ୍କ ଲାଗି ରାଜ୍ୟ…

ରାଜ୍ୟରେ ଟେଷ୍ଟିଂ, ଟିକାକରଣ,…

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଓଡ଼ିଶାରେ ପରିଚାଳିତ କେନ୍ଦ୍ରୀୟ ରଷ୍ଟ୍ରାୟତ ଉଦ୍ୟୋଗ(ପିଏସୟୁ) ଗୁଡ଼ିକର ମୁଖ୍ୟ, ରାଜ୍ୟ ସରକାରଙ୍କ ଅଧିକାରୀ, ସ୍ୱାସ୍ଥ୍ୟ ସଂଗଠନ, ବ୍ୟାଙ୍କିଂ ଏବଂ ରେଳ କ୍ଷେତ୍ରର ପ୍ରମୁଖ ଅଧିକାରୀଙ୍କ ସହ ଓଡ଼ିଶାରେ କୋଭିଡ୍…

ଭୁବନେଶ୍ବରରୁ ୧୦୭୪ ନୂଆ କରୋନା ପଜିଟିଭ୍…

ଭୁବନେଶ୍ୱର: ରାଜ୍ୟରେ ପୁଣି ଦିନକୁ ଦିନ ବଢ଼ିଚାଲିଛି କରୋନା ସଂକ୍ରମଣ। ରାଜଧାନୀ ଭୁବନେଶ୍ୱରରେ ପୁଣି ଆଜି ୧୦୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୯୪୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ୫୯୯ ଜଣ ସୁସ୍ଥ…