Odisha Link
Bridging the Missing Links in Odisha

ଅମାନିଆଙ୍କ ପ୍ରତି କଡ଼ା…

ଭୁବନେଶ୍ବର: ନିୟମ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅମାନିଆଙ୍କୁ ସାବାଡ଼ କରିବାକୁ ଟୁଇନ ସିଟିରେ ପଇଁତରା ମାରିବ ପୋଲିସ। ଆଜି ନାଇଟ୍ କର୍ଫ୍ୟୁ ସମ୍ବନ୍ଧରେ ପ୍ରେସମିଟ୍ କରି ଏଭଳି କହିଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ। କୋଭିଡ୍ ସଂକ୍ରମଣକୁ ଦେଖି ଆଜିଠୁ ସାରା ରାଜ୍ୟରେ…

ରାଉରକେଲା:  କରୋନା ପରୀକ୍ଷା ଓ ଚିକିତ୍ସା…

ରାଉରକେଲା: ରାଉରକେଲା ସହରରେ କୋଭିଡ୍ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। କୋଭିଡ୍ ଲକ୍ଷଣ ଥିବା ବ୍ୟକ୍ତିମାନେ ନିଜର ପରୀକ୍ଷା କରାଇ ନେବା ସହ ଆବଶ୍ୟକ ହେଲେ ଚିକିତ୍ସା ପାଇଁ କାହା ସହ ଯୋଗାଯୋଗ କରିବେ ଏ ସମ୍ପର୍କରେ ସୂଚନା ଦିଆଯାଇଛି। କୌଣସି…

ବିନା ଶ୍ରଦ୍ଧାଳୁରେ ହେବ ରୁକୁଣା…

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ କିଭଳି ପାଳନ ହେବ ଲିଙ୍ଗରାଜ ମହାପ୍ରଭୁଙ୍କ ପ୍ରସିଦ୍ଧ ପର୍ବ ରୁକୁଣା ରଥଯାତ୍ରା। ସେନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଆରମ୍ଭ ହୋଇଛି। ବୈଠକରେ ବିନା…

କରୋନା: ରେଳଯାତ୍ରୀଙ୍କ ପାଇଁ ଲାଗିଲା…

ନୂଆଦିଲ୍ଲୀ: ଦେଶରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକଣାକୁ କଡ଼ାକଡ଼ି କରିଛି ରେଳ ବିଭାଗ। ରେଳରେ ଯାତ୍ରା କରିବା ସମୟରେ କିମ୍ବା ପ୍ଲାଟଫର୍ମ ଭିତରକୁ ବିନା ମାସ୍କରେ ଗଲେ ତେବେ ଆପଣଙ୍କୁ ୫ ଶହ ଟଙ୍କା ଜରିମାନା ଦେବାକୁ ହେବ। ସେପଟେ ବଢୁଥିବା କରୋନା ସଂକ୍ରମଣ ମଧ୍ୟରେ ରେଳ ଚଳାଚଳକୁ ନେଇ…

ଚୌଦ୍ୱାର ଜେଲ୍‌ ଗଲା ଗ୍ୟାଙ୍ଗଷ୍ଟର ହାଇଦର

କଟକ: ଗ୍ୟାଙ୍ଗଷ୍ଟର ହାଇଦରକୁ ୭ ଦିନିଆ ରିମାଣ୍ଡରେ ନେବା ଲାଗି କଟକ ଜେଏମଏଫସି କୋର୍ଟ ପୋଲିସକୁ ଅନୁମତି ଦେଇଛନ୍ତି। ଆଜି କଟକ ସିଟି ଜେଏମ୍‌ଏଫ୍‌ସି କୋର୍ଟ ମଙ୍ଗଳାବାଗ ପୁଲିସ୍‌କୁ ଦେଇଛନ୍ତି ଏହି ଅନୁମତି। ଆସନ୍ତାକାଲି ସକାଳ ୭ଟାରୁ ପୁଲିସ୍ ହାଇଦରକୁ ରିମାଣ୍ଡରେ ନେବ। ୨୩ ତାରିଖ ସକାଳ ୭ଟାରେ ତା’…

ଭଦ୍ରକ ଏବଂ କେନ୍ଦ୍ରାପଡ଼ାରେ ବିକାଶର ଗତି…

ଭୁବନେଶ୍ୱର: ରାଜ୍ୟର ଧାମରା ନଦୀରେ ୧୧୦ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ଆରଓ-ପ୍ୟାକ୍ସ ଜେଟି ପ୍ରକଳ୍ପ ଭଦ୍ରକ ଏବଂ କେନ୍ଦ୍ରାପଡ଼ାର ବିକାଶର ଗତିକୁ ତ୍ୱରାନ୍ୱିତ କରିବ ବୋଲି ଟ୍ୱିଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଓଡ଼ିଶାର ବିକାଶ ପାଇଁ ନିରନ୍ତର ଦୃଷ୍ଟି ଦେଉଥିବାରୁ…

ରାଜ୍ୟରେ ଟିକା ଅଭାବ, କେନ୍ଦ୍ରକୁ ପୁଣି…

ଭୁ‌ବନେଶ୍ବର: ଆଜି ପୁଣିଥରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ସହିତ ୧୦ ଦିନ ପାଇଁ ୨୫ ଲକ୍ଷ କୋଭିସିଲ୍ଡ ଟିକା ଯୋଗାଇବାକୁ ଅନୁରୋଧ କରିଛନ୍ତି। ଏହାକଲେ ହିଁ ରାଜ୍ୟରେ ଟିକାକରଣ କାର୍ଯ୍ୟ ସୁରୁଖୁରରେ ଚାଲିପାରିବ ବୋଲି…

ଭାରତ ଫରିବେ ନିରବ ମୋଦି

ନୂଆଦିଲ୍ଲୀ: ପଳାତକ ହୀରା ବ୍ୟବସାୟୀ ନିରବ ମୋଦିଙ୍କୁ ଭାରତ ଆଣିବାର ରାସ୍ତା ପରିଷ୍କାର ହୋଇଛି। ବ୍ରିଟେନର ଗୃହ ମନ୍ତ୍ରଣାଳୟ ଏଥିପାଇଁ ଅନୁମତି ପ୍ରଦାନ କରିଛନ୍ତି। ଏହା ପୂର୍ବରୁ ଫେବ୍ରୁଆରୀ ୨୫ ତାରିଖରେ ବ୍ରିଟେନର ଏକ ଅଦାଲତ ନିରବ ମୋଦିଙ୍କୁ ଭାରତକୁ ପ୍ରତ୍ୟର୍ପଣ କରିବା ସପକ୍ଷରେ ରାୟ ଦେଇଥିଲେ।…

କୋର୍ଟରେ ହାଜର ହେଲା ଗ୍ୟାଙ୍ଗଷ୍ଟର ହାଇଦର

କଟକ: ଗ୍ୟାଙ୍ଗଷ୍ଟର ସେକ ହାଇଦର ଆଜି କୋର୍ଟରେ ହାଜର ହୋଇଛି। କୋର୍ଟରେ ହାଜର ହେବା ପରେ ହାଇଦରକୁ ୭ ଦିନ ରିମାଣ୍ଡରେ ନେବାକୁ ଆବେଦନ କଲା ପୋଲିସ। ହାଇଦରକୁ ରିମାଣ୍ଡରେ ନେଇ ଫେରାର ହେବାର ଗୁମର ଖୋଲିବ କମିଶନରେଟ ପୋଲିସ। ହାଇଦର କେମିତି ଫେରାର ହେଲା ତା ଏବେ ବି ସସପେନ୍ସ ରହିଛି। ଅନ୍ୟପଟେ ହାଇଦର…

ମାଟି ଅତଡ଼ା ଧସି ୩ ମହିଳା ମୃତ ଘଟଣା: …

ଭୁବନେଶ୍ବର: କୋରାପୁଟ ଜିଲ୍ଲା ପଟାଙ୍ଗୀ ଅନ୍ତର୍ଗତ ପଡ଼ାଗୁଡ଼ା ଚୂନମାଟି ଅତଡା ଧସି ୩ ଜଣଙ୍କ ମୃତ୍ୟୁ ଘଟଣା। ମୃତକଙ୍କ ପରିବାରକୁ ୫ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା। ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାସହ ଘଟଣାରେ ଆହତଙ୍କ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ…