Odisha Link
Bridging the Missing Links in Odisha

ମାଓ ଶିବିର ଉପରେ ଏୟାର ଷ୍ଟ୍ରାଇକ

ମାଲକାନଗିରି: ପ୍ରଥମ ଥର ଲାଗି ମାଓବାଦୀଙ୍କ ଉପରେହୋଇଛି ଏୟାର ଷ୍ଟ୍ରାଇକ। ଛତିଶଗଡ଼ ଦଣ୍ଡକାରଣ୍ୟ ସ୍ପେଶାଲ ଜୋନାଲ କମିଟିର ମୁଖପାତ୍ର ବିକଳ୍ପ ପ୍ରେସ ନୋଟ ଜାରି କରି ଏହି ସୂଚନା ଦେଇଛନ୍ତି। ଏହାସହ ଏୟାରଷ୍ଟ୍ରାଇକର ଭିଡିଓ ଓ ଫଟୋ ବି ଜାରି କରାଯାଇଛି। ମାଓବାଦୀମାନେ ଦାବି କରିଛନ୍ତି, ୧୯ ଏପ୍ରିଲରେ…

ଆତ୍ମସମର୍ପଣ କଲା ଦୁର୍ଦ୍ଦାନ୍ତ ନକ୍ସଲ…

ମାଲକାନଗିରି: ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳରେ ନିଜ ଦବଦବା ଜାରି ରଖିଥିବା ଦୁର୍ଦ୍ଦାନ୍ତ ନକ୍ସଲ କ୍ରିଷ୍ଣା ଶେଷରେ ଆତ୍ମସମର୍ପଣ କରିଛି। ଆନ୍ଧ୍ର, ଓଡ଼ିଶା ଏବଂ ତେଲେଙ୍ଗାନାରେ ବିଭିନ୍ନ ହିଂସାକାଣ୍ଡରେ ଜଡ଼ିତ ଥିବା କ୍ରିଷ୍ଣା ନାମରେ ଥିଲା ୩୦ ଲକ୍ଷ ଟଙ୍କାର ପୁରସ୍କାର। କ୍ରିଷ୍ଣାକୁ ଧରାଇ…

ହସ୍ପିଟାଲ୍‌ରେ ଅକ୍ସିଜେନ୍‌ ଲିକ୍‌,…

ନାଶିକ: ମହାମାରୀ କରୋନାର ଦ୍ରୁତ ସଂକ୍ରମଣ ଭିତରେ ବଡ଼ ଅଘଟଣ ଘଟିଛି। ଆଜି ମହାରାଷ୍ଟ୍ରର ନାସିକରେ ଥିବା ଏକ ଡାକ୍ତରଖାନା ବାହାରେ ଟ୍ୟାଙ୍କରରୁ ଅମ୍ଲଜାନ ଲିକ୍ ହେବା ଫଳରେ ପ୍ରାୟ ୩୦ମିନିଟ୍ ପର୍ଯ୍ୟନ୍ତ ଅମ୍ଳଜାନ ଯୋଗାଣ ବନ୍ଦ ରହିଥିଲା। ଏହା ଫଳରେ ୨୨କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଅନ୍ତିମ ବିକଳ୍ପ ହେଉ ଲକଡାଉନ୍: ମୋଦି

ନୂଆଦିଲ୍ଲୀ: ପୁଣି ଦିନକୁ ଦିନ ଦେଶରେ ବଢ଼ୁଛି କରେନା ସଂକ୍ରମଣ। କରୋନା ମୁକାବିଲା ପାଇଁ ରାଜ୍ୟମାନେ କଲଡାଉନ ଅପେକ୍ଷା ମାଇକ୍ରୋ କଣ୍ଟେନମେଣ୍ଟ ଉପରେ ଗୁରୁତ୍ବ ଦେବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । ଆମକୁ ଦେଶକୁ ପୁଣି ଥରେ ଲକଡାଉନରୁ ବଞ୍ଚାଇବାକୁ ପଡ଼ିବ ।  କାରଣ ଆମକୁ…

କରୋନା: ଭାରତୀୟ ବିଦ୍ୟା ଭବନ ସିଲ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଭୁବନେଶ୍ୱର ମହାନଗର ନିଗମ ଆଜି ଭୁବନେଶ୍ୱରରେ କୋଭିଡ ନିୟମ ଉଲ୍ଲଂଘନ ନେଇ ବିଭିନ୍ନ ଶିକ୍ଷାନୁଷ୍ଠାନକୁ ସିଲ କରିଛି। ଏହି ସବୁ ଶିକ୍ଷାନୁଷ୍ଠାନରେ କୋଭିଡ କଟକଣା ନିୟମ ଉଲ୍ଲଂଘନ ହୋଇଥିବାରୁ ଏହାକୁ ବନ୍ଦ କରିଛି ବିଏମସି। ସୂଚନାଯୋଗ୍ୟ…

କରୋନା: ସ୍ଥଗିତ ରହିଲା ଡିଏଲ‌ ଓ ଏଲଏଲ‌…

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ଡିଏଲ ଓ ଏଲଏଲ ଟେଷ୍ଟକୁ ବାତିଲ କରିଛି ରାଜ୍ୟ ପରିବହନ ବିଭାଗ। ଆସନ୍ତା ୨୨ ତାରିଖରୁ ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ ବିଭିନ୍ନ ଆରଟିଓରେ ହେବାକୁ ଥିବା ଡ୍ରାଇଭିଂ ଲାଇସେନ୍ସ ଓ ଲର୍ଣ୍ଣିଂ ଲାଇସେନ୍ସ ଟେଷ୍ଟକୁ ବାତିଲ କରାଯାଇଛି।…

ଟ୍ରେନରେ ଚାଲିଗଲା ସୁରତ ଫେରନ୍ତାଙ୍କ…

ଖଲ୍ଲିକୋଟ: ପୁଣି ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏପରିକି ସଂକ୍ରମଣକୁ ରୋକିବା ଲାଗି ନାଇଟ କର୍ଫ୍ୟୁ ଓ ସଟଡାଉନ୍ ଭଳି କଟକଣା ଲାଗୁ କରାଯାଇଛି । ଏଭଳି ପରିସ୍ଥିତିରେ ଘର ଛାଡ଼ି ବାହାରେ ରହୁଥିବା ବ୍ୟକ୍ତିବିଶେଷ ତଥା ପ୍ରବାସୀ ମାନେ ଏବେ ଘର ମୁହାଁ ହୋଇଛନ୍ତି। ଏମିତି ଜଣେ ବ୍ୟକ୍ତି…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର କୁଳପତି…

ବଲାଙ୍ଗିର: ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପ୍ରଥମ ସ୍ଥାୟୀ କୁଳପତି ଭାବରେ ପ୍ରଫେସର ଉମାବଲ୍ଲଭ ମହାପାତ୍ର ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଭାରପ୍ରାପ୍ତ କୁଳପତି ତଥା ସମ୍ବଲପୁର ଗଙ୍ଗାଧର ବିଶ୍ୱବିଦ୍ୟାଳୟର କୁଳପତି ଏନ.ନାଗରଜ୍ଜୁଙ୍କ ଠାରୁ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପୂର୍ବରୁ ଆଜି ପ୍ରଫେସର…

 ଆତ୍ମହତ୍ୟା ଉଦ୍ୟମ କଲେ ବିଶ୍ୱବିଦ୍ୟାଳୟ…

ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଶ୍ୱବିଦ୍ୟାଳୟର ଜଣେ କର୍ମଚାରୀ କୁଳପତିଙ୍କ ଅଫିସ ଆଗରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କ ମଡେକିଲରେ ଭର୍ତ୍ତି କରାଯାଇଥିଲା। ମିଳିଥିବା ସୂଚନା ଅନୁସାରେ, ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଏକାଡେମୀକ…

କରୋନା: ଆଜିଠୁ ଛତିଶଗଡ଼ରେ ଲାଗିଲା…

ଛତିଶଗଡ଼: ଦେଶରେ ପୁଣି ଦ୍ରୁତ ଗତିରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଆଜି ଛତିଶଗଡ଼ ସରକାର ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ ଘୋଷଣା କରିଛନ୍ତି। ହେଲେ ସବୁ ଜିଲ୍ଲାରେ ଅଲଗା ଅଲଗା ତାରିଖରେ ଲକଡାଉନ ଘୋଷଣା କରାଯାଇଛି। ସୂଚନାଯୋଗ୍ୟ ଯେ, ସୁକମା ଜିଲ୍ଲାରେ ଲକଡାଉନ୍ ଘୋଷଣା କରାଯାଇଛି।…