Odisha Link
Bridging the Missing Links in Odisha

ଟିକାକରଣକୁ ଆହୁରି ବ୍ୟାପକ କରାଯିବ:…

ଭୁବନେଶ୍ବର: ଟିକାକରଣକୁ ଆହୁରି ବ୍ୟାପକ କରାଯିବ। ଏହା ପରିବାର କଲ୍ୟାଣ ନିର୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ‘ ଦୈନିକ ୧ ଲକ୍ଷ ବୟସ୍କ ଲୋକଙ୍କ ଟିକାକରଣ ପାଇଁ ୯୨୭ କେନ୍ଦ୍ରରେ ଟିକାକରଣ କରାଯାଉଛି। ୧ଲକ୍ଷ ୨୭୩ଜଣ ବୟସ୍କ ଲୋକଙ୍କୁ ଟିକା ଦିଆଯାଇଛି। ସମ୍ମୁଖ…

ରେଳ ଧାରଣାରୁ ଅଜଣା ଯୁବକଙ୍କ ମୃତଦେହ…

ଖଲ୍ଲିକୋଟ: ଗଞ୍ଜାମ ଜିଲ୍ଲା ଛତ୍ରପୁର ବଡ ଷ୍ଟେସନ ନିକଟରେ ରେଳ ଧାରଣାରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର। ଯୁବକ ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ସ୍ଥାନୀୟଲୋକ ମୃତଦେହ ଦେଖି ଆରପିଏଫକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଆରପିଏଫ ପହଞ୍ଚି ତଦନ୍ତ ଜାରି ରଖିଛି । ମୃତକଙ୍କ ପରିଚୟ ମିଳିନଥିବା…

ମାସ୍କ ଓ ପିପିଇ କିଟ ଦୁର୍ନୀତି ମାମଲାରେ…

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ସମୟରେ ପିପିଇ କିଟ୍ ଓ ମାସ୍କ କିଣାରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା । ଭିଜିଲାନ୍ସ ପ୍ରାଥମିକ ରିପୋର୍ଟ ଦାଖଲ କରିଛି। ଲୋକାୟୁକ୍ତଙ୍କ ନିର୍ଦ୍ଦେଶରେ ଏହି ମାମଲାର ରିପୋର୍ଟ ଦାଖଲ କରିଛି ଭିଜିଲାନ୍ସ । ରିପୋର୍ଟ ତର୍ଜମା ପରେ ଆସନ୍ତା ୨୬ ତାରିଖରେ ମାମଲାର…

ରାଜ୍ୟରେ କରୋନା: ୬୫ କରୋନା ପଜିଟିଭ୍…

ଭୁବନେଶ୍ବର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୩୨୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ…

ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ…

ରାଉରକେଲା : ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ।ରାଷ୍ଟ୍ରପତିଙ୍କ ପାଖକୁ ଯିବାକୁ ଥିବା ସମସ୍ତ ବ୍ୟକ୍ତିଙ୍କର RT-PCR ଟେଷ୍ଟ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ଅତିରିକ୍ତ ସଚିବ ଓ ଡିଜିପିଙ୍କୁ ନେଇ ବୈଠକ ହୋଇଛି…

୧୧ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବି

ଭୁବନେଶ୍ବର: ପୁଣି ଥରେ ଶାସକ-ବିରୋଧୀ ଦଳ ମୁହାଁମୁହିଁ । ଗୃହକୁ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି । ଶାସକ ଦଳ କ୍ଷମା ପ୍ରାର୍ଥନା ପାଇଁ ଅଡି ବସିଥିବାବେଳେ ବିରୋଧୀ ମଣ୍ଡି ଅବ୍ୟବସ୍ଥାକୁ ନେଇ ହଟ୍ଟଗୋଳ କରିଛନ୍ତି। ୩ ଦିନ ହେଲା ଗୃହ ଅଚଳ। ଅଚଳାବସ୍ଥା ଦୂର ପାଇଁ ମୁଖ୍ୟମନ୍ତ୍ରୀ…

ଓଡିଶାରେ NSG ଟିମ୍

ଭୁବନେଶ୍ୱର: ଏନ୍‌ଏସ୍‌ଜିର ୫ଜଣିଆ ଟିମ୍‌ ଓଡିଶା ଗସ୍ତରେ ଆସିଛନ୍ତି। ଆଜି ଲିଙ୍ଗରାଜ ମନ୍ଦିରର ସୁରକ୍ଷା ଯାଞ୍ଚ କରିବେ ଏନଏସଜି । ଏହି ଟିମରେ ଦୁଇଜଣ ବରିଷ୍ଠ ଅଧିକାରୀ ଅଛନ୍ତି । ଆସନ୍ତା ୧୮ତାରିଖରେ ପୁରୀରେ ମଧ୍ୟ ଏନ୍‌ଏସଜି ଟିମ୍‌ ମକଡ୍ରିଲ୍‌ କରିବାର ସୂଚନା ରହିଛି । ଆତଙ୍କବାଦୀଙ୍କ ଅଚାନକ ହମଲାକୁ…

ଆଜିଠୁ ଦ୍ଵିତୀୟ ପର୍ଯ୍ୟାୟ ଜେଇଇ ମେନ…

ଭୁବନେଶ୍ୱର: ଆଜିଠୁ ଦେଶର ୩୩୧ଟି ସହରରେ ଦ୍ଵିତୀୟ ପର୍ଯ୍ୟାୟ ଜେଇଇ ମେନ ପରୀକ୍ଷା। ଏହି ପରୀକ୍ଷା ୮ତାରିଖ ପର୍ଯ୍ୟନ୍ତ ଚାଲିବ। ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ଲାଗି ସର୍ବଭାରତୀୟସ୍ତରରେ NTA ଦ୍ୱାରା ପରୀକ୍ଷା ପରିଚାଳିତ ହେଉଛି। କମ୍ପ୍ୟୁଟର୍‌ ବେସ୍‌ଡ ଟେଷ୍ଟ ବା CBT ମାଧ୍ୟମରେ ପରୀକ୍ଷା…

ରାଜ୍ୟରେ ବୃଦ୍ଧି ପାଇବ ତାପମାତ୍ର

ଭୁବନେଶ୍ବର : ରାଜ୍ୟରେ ଆହୁରି ବଢିବ ଖରା। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୩ରୁ ୪ ଡିଗ୍ରି ବଢ଼ିବ। ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ପରବର୍ତୀ ୪ରୁ ୫ ଦିନ ପର୍ଯ୍ୟନ୍ତ ପାଗରେ ସେଭଳି ପରିବର୍ତନ ଆସିବ ନାହିଁ। ତେବେ ୨୪…

ଏସ୍‌ସିବିରେ ପଙ୍ଖା ଖସିବା ଘଟଣା: ବୃଦ୍ଧା…

କଟକ: କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଫ୍ୟାନ ପଡ଼ି ଗୁରୁତର ଆହତ ହୋଇଥିବା ବୃଦ୍ଧାଙ୍କର ସୋମବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ମୃତକ ହେଲେ ମହିଳା ରୋଗୀ ପାର୍ବତୀ ଦାସ। ତାଙ୍କ ଘର ଯାଜପୁର ଜିଲ୍ଲା ବରୀ କୃଷ୍ଣନଗର ଅଞ୍ଚଳରେ। ପ୍ରକାଶ ଯେ, ପାର୍ବତୀ ଦାଶ ଘରେ ପୂଜା କରୁଥିବା ସମୟରେ…