Odisha Link
Bridging the Missing Links in Odisha

କଣ୍ଟେନରକୁ ଧକ୍କା ଦେଲା ଆମ୍ବୁଲାନ୍ସ,, ୩…

କଟକ: ଚିକିତ୍ସା ପାଇଁ ଆସୁଥିଲେ ଚଲିଗଲା ଜୀବନ। ସଡ଼କ ଦୁର୍ଘଟଣାରେ ହରାଇଲେ ଜୀବନ। ଏକ କଣ୍ଟନେରକୁ ଆମ୍ବୁଲାନ୍ସ ଧକ୍କା ଦେବା ଫଳରେ ରୋଗୀଙ୍କ ସମେତ ଚାଲିଗଲା ୩ ଜଣଙ୍କ ଜୀବନ। ଏମିତି ଏକ ସଡ଼କ ଦୁର୍ଘଟଣା ଘଟିଛି କଟକ ଟାଙ୍ଗୀର ବନ୍ଦାଳୋ ଟୋଲଗେଟରେ। ମିଳିଥିବା ସୂଚନା ମୁତାବିକ, ପଶ୍ଚିମବଙ୍ଗରୁ ଏକ…

୧୧ଟା ୩୦ ଯାଏ ଗୃହ ମୁଲତବୀ କଲେ ବାଚସ୍ପତି

ଭୁବନେଶ୍ୱର : କରୋନା କଟକଣା ମଧ୍ୟରେ ଚଳିତ ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି ।  ଆଜି ବିଧାନସଭା ବଜେଟ୍ ଅଧିବେଶନର ତୃତୀୟ ଦିନ । ଅଧିବେଶନ ଆରମ୍ଭରୁ ଉଭୟ କଂଗ୍ରେସ ଓ ବିଜେପି ବିଧାୟକମାନେ ହଟ୍ଟଗୋଳ କରିଥିଲେ । ଚାଷୀ ପ୍ରସଙ୍ଗକୁ ନେଇ ବିରୋଧୀ ବିଧାୟକମାନେ ହୋହାଲ୍ଲା କରିଥିଲେ । ମଣ୍ଡିରୁ ଧାନ ଉଠିବା…

କୀଟନାଶକ ପିଇ ଯୁବ ଚାଷୀଙ୍କ ଆତ୍ମହତ୍ୟା…

ନୂଆପଡା : ନୂଆପଡା ଜିଲ୍ଲା ସିନାପାଲି ଥାନା ଧିଙ୍ଗିଆମୁଣ୍ଡା ଗାଁରେ ଏକ ଅଭାବନୀୟ ଘଟଣାରେ ଘଟିଛି। ଜଣେ ଚାଷୀ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍ ରହିଥିବା ବେଳେ ପରୀକ୍ଷା ପାଇଁ ଲାଭା…

ମା’ଙ୍କ ପାଇଁ ରାଷ୍ଟ୍ରପତିଙ୍କୁ ଅନୁରୋଧ…

ନୂଆଦିଲ୍ଲୀ : ସ୍ବାଧୀନତା ପରେ ଭାରତରେ ପ୍ରଥମଥର ପାଇଁ ଫାଶୀ ପାଇବେ ଜଣେ ମହିଳା। ସେ ତାଙ୍କ ପ୍ରେମିକ ସଲିମ୍‌ଙ୍କ ସହ ମିଶି ତାଙ୍କ ପରିବାରର ୭ ଜଣ ସଦସ୍ୟଙ୍କୁ ଅତି ବର୍ବର ଭାବେ ହତ୍ୟା କରିଥିଲେ। ସବନମ୍‌ଙ୍କୁ ଫାଶୀ ପାଇଁ ମଥୁରା ଜେଲ୍‌ରେ ପ୍ରସ୍ତୁତି ଆରମ୍ଭ ‌ହୋଇଯାଇଛି। ୨୦୦୮ ମସିହାର ଏହି ହତ୍ୟା…

ମାଜିଷ୍ଟ୍ରେଟଙ୍କ ଜାଲ ଦସ୍ତଖତ କରି ଗିରଫ…

ବ୍ରହ୍ମପୁର : ମାଜିଷ୍ଟ୍ରେଟଙ୍କ ଜାଲ ଦସ୍ତଖତ କରି ଫସିଲେ ଥାନା ଏସ୍‌ଆଇ। ଗଞ୍ଜାମ ଜିଲ୍ଲା ବୁଗୁଡ଼ା JMFC ମାଜେଷ୍ଟ୍ରେଟଙ୍କ ଜାଲି ଦସ୍ତଖତ କରିବା ଅଭିଯୋଗରେ ଏସଆଇ ସୂର୍ଯ୍ୟ ନାରାୟଣ ବେହେରାଙ୍କୁ ବୁଗୁଡା ପୁଲିସ୍‌ ଗିରଫ କରିଛି। ପ୍ରକାଶ ଯେ, ମାଜିଷ୍ଟ୍ରେଟଙ୍କ ଅନୁପସ୍ଥିତିରେ ଏସଆଇ ସୂର୍ଯ୍ୟନାରାୟଣ ଜାଲ…

ପୁଣି ଉପର ମୁହାଁ ତୈଳ ଦର

ନୂଆଦିଲ୍ଲୀ: ଦିନକୁ ଦିନ ବଢ଼ିବାରେ ଲାଗିଛି ତୈଳ ଦର। ଦେଶରେ ଲଗାତର ୧୨ ଦିନ ହେବ ବଢ଼ି ଚାଲିଛି ପେଟ୍ରୋଲ ଡିଜେଲ ଦାମ୍‌। ପେଟ୍ରୋଲ ଲିଟର ପିଛା ୩୯ ପଇସା ଓ ଡିଜେଲ ୩୭ ପଇସା ବୃଦ୍ଧି ଘଟିଛି। ଫଳରେ ବିଭିନ୍ନ ସହରରେ ପେଟ୍ରୋଲ ଓ ଡିଜେଲ ଦର ସେଞ୍ଚୁରୀ ଟପି ସାରିଲାଣି। ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର…

ରାଜ୍ୟର ୯ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର ୯ଟି ଜିଲ୍ଲାରେ ବର୍ଷା ହେବ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗବିତମାନେ ପୂର୍ବାନୁମାନ କରିଛନ୍ତି । ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର,…

ଅଗ୍ନିକାଣ୍ଡରେ ଜଳିଗଲା ୨ବଖରା ଘର

ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ରାଧାବଲ୍ଲଭପୁର ଗାଁରେ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡରେ ଏକାଧିକ ଛେଳି ପୋଡିଯାଇଥିବାର ସୂଚନା ମିଳିଛି। ପ୍ରକାଶ ଯେ , ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ରାଧାବଲ୍ଲଭପୁର ଗାଁର ରାମ ରାଉତଙ୍କ ଘରୁ ନିଆଁ ଲାଗିଯାଇଥିଲା । ଦେଖୁ ଦେଖୁ ନିଆଁଟି ଅନ୍ୟ ଘରକୁ ବ୍ୟାପିଯାଇଥିଲା ।…

ଯାତ୍ରୀବାହୀ ବସ ଉପରକୁ ଖସିଲା ଲୁହାପଥର…

ଆନନ୍ଦପୁର: ଯାତ୍ରୀବାହୀ ବସ ଉପରକୁ ଖସିଲା ଲୁହାପଥର ବୋଝେଇ ଟ୍ରକ୍‌। ଏହି ଅଭାବନୀୟ ଘଟଣାଟି ଆଜି ସକାଳେ କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ଘଟିଛି । ବସରେ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଥିଲେ। ଏହି ଦୁର୍ଘଟଣାରୁ କେହି ମୃତାହତ ହୋଇ ନ ଥିବା ଜଣାଯାଇଛି। ପ୍ରକାଶ ଯେ, ଆଜି ସକାଳେ ‘ପଦ୍ମାବତୀ’ ନାମକ ବସ୍‌…

ରାଜ୍ୟରେ କରୋନା: ୫୩ କରୋନା ପଜିଟିଭ୍…

ଭୁବନେଶ୍ବର : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୫୧୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧ ଜଣ କ୍ବାରେଣ୍ଟାଇନ୍‌ରେ…