Odisha Link
Bridging the Missing Links in Odisha

ବଜେଟ୍ ଅଧିବେଶନ: ଗୃହକୁ ଅପରାହ୍ନ ୪ଟା…

ଭୁବନେଶ୍ୱର : କରୋନା କଟକଣା ମଧ୍ୟରେ ଚଳିତ ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି । ବଜେଟ ଅଧିବେଶନର ଆଜି ଦ୍ଵିତୀୟ ଦିନ।ଏହି ଅଧିବେସନରେ ବିରୋଧୀ ସଦସ୍ୟଙ୍କ ହଙ୍ଗାମା ଦେଖିବାକୁ ମିଳିଥିଲା । ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି ରଖିଲେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ଚାଷୀ ସମସ୍ୟା ନେଇ ବିରୋଧୀ…

ଅନଲାଇନରେ ମିଳିବ ମାଟ୍ରିକ୍…

ଭୁବନେଶ୍ୱର: ମାଟ୍ରିକ ଛାତ୍ର ଛାତ୍ରୀଙ୍କ ପାଇଁ ଖୁସି ଖବର। ଏଣିକି ଅନଲାଇନରେ ମିଳିବ ମାଟ୍ରିକ୍ ସାର୍ଟିଫିକେଟ୍। ଏନେଇ ଟ୍ୱିଟ୍ ଯୋଗେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଏହି ପଦକ୍ଷେପ ବିଦ୍ୟାଳୟ ଶିକ୍ଷା ସଂସ୍କାର ପରିପ୍ରେକ୍ଷୀରେ ରାଜ୍ୟ ସରକାର ଗ୍ରହଣ କରିଛନ୍ତି। ପ୍ରକାଶ…

ରେଭେନ୍ସାର ଦ୍ବିତୀୟ କ୍ୟାମ୍ପସରେ ହାତୀ

କଟକ: କଟକର ରେଭେନ୍ସା ଦ୍ବିତୀୟ କ୍ୟାମ୍ପସରେ ହାତୀ । ସ୍ଥାନୀୟ ରେଞ୍ଜର ଓ ଆସିଷ୍ଟାଣ୍ଟ ଚିଫ୍ କନଜରଭେଟର ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି । ରେଭେନ୍ସା କ୍ୟାମ୍ପସକୁ ଦୁଇ ପଟୁ ଘେରାବନ୍ଦୀ କରାଯାଇ ହାତୀଙ୍କ ଗତିବିଧି ଉପରେ ନଜର ରଖାଯାଇଛି। ତେବେ ସିଡିଏବାସୀ କୌଣସି ପ୍ରକାର ଆତଙ୍କିତ…

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

ସୁବର୍ଣ୍ଣପୁର: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ତହସିଲ ରେଭିନ୍ୟୁ ସୁପରଭାଇଜର ନବେନ୍ଦ୍ର ମହାକୁର ସୋନପୁର ଭିଜିଲାନ୍ସ ଗିରଫ କରିଛି। ହାଇଟେକ୍ ସେଟେଲମେଣ୍ଟରେ ମା’ ନାଁରେ ଥିବା ଜମିକୁ ପୁଅ ଥାବର ମେହରେଙ୍କ ନାଁରେ କରିବା ପାଇଁ ୧୦ ହଜାର ଟଙ୍କା ଦାବି…

ବିପୁଳ ମାତ୍ରାରେ ଗଞ୍ଜେଇ ଜବତ

ଲମତାପୁଟ: ବିପୁଳ ମାତ୍ରାରେ ଗଞ୍ଜେଇ ଜବତ। କୋରାପୁଟ ଜିଲ୍ଲା ମାଛକୁଣ୍ଡ ଅଞ୍ଚଳରୁ ଜବତ କରିଛି ପୁଲିସ । ବିଶେଷ ସୂତ୍ରରୁ ଖବର ପାଇ କୋରାପୁଟ ଏସପି ବରୁନ ଗୁଣ୍ଠପାଲିଙ୍କ ନିର୍ଦ୍ଦେଶକ୍ରମେ ନନ୍ଦପୁର ଏଡିପିଓଙ୍କ ତତ୍ତ୍ବାବଧାନରେ କାଙ୍ଗ୍ରାପଡା ଗ୍ରାମ ନିକଟରେ ମାଛକୁଣ୍ଡ , ଲମତାପୁଟ ଏବଂ ଜୋଲାପୁଟ ପୁଲିସ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବାଇକ୍…

ଆଠଗଡ: ରାଜ୍ୟରେ ଦିନକୁ ଦିନ ଲୁଟେରାଙ୍କ ଆତଙ୍କ ବଢ଼ିବାରେ ଲାଗିଛି। ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବାଇକ୍ ଲୁଟିନେଲେ ଦୁର୍ବୃତ୍ତ। ଯୁବକଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ପ୍ରକାଶ ଯେ, କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ ବାଲିସାହି ପଞ୍ଚାୟତର ସୀତାରାମପୁର ଛକ…

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ବୋଲେରୋ

ବରଗଡ଼ : ବରଗଡ଼ ବରଡୋଲ ଛୋଟ କେନାଲ ନିକଟରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ବୋଲେରୋ । ଦୁର୍ଘଟଣାରେ ୬ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ପ୍ରକାଶ ଯେ, ବରଗଡ଼ ଜିଲ୍ଲା ଗାଇସିଲେଟ୍‌ ବ୍ଲକ ଚମରିଆ ଗାଁର ବୀର ପ୍ରଧାନ ଓ ତାଙ୍କ ପରିବାର…

ସଫଳ ହେଲା ‘ନାସା’ର ମଙ୍ଗଳ ମିଶନ୍

ନୂଆଦିଲ୍ଲୀ: ଇତିହାସ ରଚିଲା ଆମେରିକାର ନାସା । ସଫଳ ହୋଇଛି ‘ନାସା’ର ମଙ୍ଗଳ ମିଶନ୍। ଦୀର୍ଘ ୭ ମାସର ଯାତ୍ରା କରିବା ପରେ ମଙ୍ଗଳ ଗ୍ରହରେ ଓହ୍ଲାଇଛି ନାସାର ଏହି ରୋଭର। ଗୁରୁବାର ରାତି ୨ଟା ୨୫ ମିନିଟରେ ଏହି ରୋଭର ଅବତରଣ କରିଥିଲା। ରୋଭର ଲ୍ୟାଣ୍ଡ କରିବା ମାତ୍ରେ କାଲିଫର୍ଣ୍ଣିଆସ୍ଥିତ ଜେଟ୍ ପ୍ରପଲସନ୍…

ବିବାହ ଭୋଜି ଖାଇ ୮୦ ଜଣ ଅସୁସ୍ଥ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଘଟିଛି । ବିବାହ ଭୋଜି ଖାଇ ୮୦ ଜଣ ଅସୁସ୍ଥ ହୋଇଛନ୍ତି । ସେମାନଙ୍କୁ ଚୁନିଦା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଉଛି। ବୁଧବାର ବସନ୍ତ ବେହେରାଙ୍କ ପୁଅ ପ୍ରକାଶଙ୍କ ଚତୁର୍ଥୀ ଭୋଜି ଉତ୍ସବ ଥିଲା । ଭୋଜି ଖାଇ କନିଆଁଙ୍କ ସହ ପରିବାର ଲୋକ ଓ…

ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ

ଜାମ୍ମୁକାଶ୍ମୀର : ସୋପିଆନ ଅଞ୍ଚଳରେ ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ତେବେ ମୃତ ଆତଙ୍କବାଦୀଙ୍କ ନିକଟରୁ ବିପୁଳ ପରିମାଣର ଗୁଳିଗୋଳା ସହ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି । ମୃତ ଆତଙ୍କାବାଦୀ ଲସ୍କର-ଇ-ତୋଇବାର ସଦସ୍ୟ ଥିବା କୁହାଯାଇଛି । ଭାରତୀୟ ସେନାର…