Odisha Link
Bridging the Missing Links in Odisha

ଦୁର୍ବଳ ହେଲା ଭୀଷଣ ବାତ୍ୟା ’ଅସାନି’

ଭୁବନେଶ୍ବର: ଦୁର୍ବଳ ହେଲା ଭୀଷଣ ବାତ୍ୟା ’ଅସାନି’ । ବାତ୍ୟା ଅସାନି ପ୍ରଭାବରେ ଏବେଠାରୁ କିଛି ସ୍ଥାନରେ ବର୍ଷା ହେବାରେ ଲାଗିଛି । ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ-ପଶ୍ଚିମ ଦିଗରେ ୫୪୦ କିମି ଦୂରରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ । ଗତ ୬ ଘଣ୍ଟାରେ ପଶ୍ଚିମ-ଉତ୍ତର-ପଶ୍ଚିମ…