Odisha Link
Bridging the Missing Links in Odisha

ଆଜି ନୃତ୍ୟ ଦିବସ: ଏବେବି ଲୋକପ୍ରିୟ…

ଓଏଲ୍‌ ବ୍ୟୁରୋ: ସାହିତ୍ୟ, କଳା ଓ ପରମ୍ପରାକୁ ନେଇ ସବୁବେଳେ ସମୃଦ୍ଧ ହୋଇ ଆସିଛି ଆମ ଭାରତୀୟ ସଂସ୍କୃତି। ‘ନୃତ୍ୟ’ ଓ ‘ନାଟକ’ ଭାରତୀୟ ସଂସ୍କୃତିର ଦୁଇ ଅବିଚ୍ଛେଦ୍ୟ ଅଙ୍ଗ। ସମୟ ଯେତେ ବଦଳିଲେ ବି, ମଣିଷ ଯେତେ ଆଧୁନିକ ହେଲେ ବି ମନୋରଞ୍ଜନର ଏହି ଦୁଇ ପ୍ରମୁଖ ମାଧ୍ୟମ ଆଜି ସୁଦ୍ଧା ନିଜର ସ୍ଥିତି ମଜଭୁତ…

କାଲି ଉଦଘାଟନ ହେବ ଦୀଘା ଜଗନ୍ନାଥ…

ଓଏଲ୍‌ ବ୍ୟୁରୋ: ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ସାହାବାଜିପୁର ଠାରୁ ମାତ୍ର ୨ କିମି ଦୂର ପଶ୍ଚିମବଙ୍ଗ ନିଉ ଦୀଘା ରେଳଷ୍ଟେସନ ନିକଟରେ ୨୦ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କା ବ୍ୟୟରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଅନୁକରଣରେ ନୂତନ ଅନ୍ୟ ଏକ ଜଗନ୍ନାଥ ମନ୍ଦିର ନିର୍ମାଣ ଶେଷ ହୋଇଛି। ଆସନ୍ତାକାଲି…

ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ…

ଓଏଲ୍‌ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ ଯାଦୁପେଡି ଭିତରେ ଥିବା…

ଶୈଶବ ଶିକ୍ଷାକୁ ଆହୁରି ଆମୋଦଦାୟକ କରିବ…

ଓଏଲ୍‌ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ ଯାଦୁପେଡି ଭିତରେ ଥିବା…

ପହଲଗାମ ଘଟଣା: କେନ୍ଦ୍ରର ବଡ଼ ନିଷ୍ପତ୍ତି,…

ଓଏଲ୍‌ ବ୍ୟୁରୋ: ପହଲଗାମରେ ଆତଙ୍କୀ ଆକ୍ରମଣ ପରେ ସାରା ଦେଶରେ ଚହଳ ପଡିଛି। ଏସବୁ ଭିତରେ ପହଲଗାମ ଆତଙ୍କୀ ଆକ୍ରମଣକୁ ନେଇ କେନ୍ଦ୍ର ସରକାରଙ୍କ ଘନଘନ ବୈଠକ। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ ବସିବ ବଡ ବୈଠକ। ସୂଚନା ଅନୁସାରେ, ବୁଧବାର ୧୧ଟାରେ ସିସିଏସ ବୈଠକ ବସିବ। ଯାହାର ଅଧ୍ୟକ୍ଷତା…

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ…

ଓଏଲ୍‌ ବ୍ୟୁରୋ: ପହଲଗାମରେ ଆତଙ୍କୀ ଆକ୍ରମଣ ପରେ ସାରା ଦେଶରେ ଚହଳ ପଡିଛି। ଏସବୁ ଭିତରେ ଭାରତ ସରକାର କଠୋର ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ଡକାଯାଇପାରେ। ସ୍ବତନ୍ତ୍ର ଅଧିବେଶନ ଲାଗି ଚିଠି ଲେଖିବେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସ୍ବତନ୍ତ୍ର…

ଆୟୁଷ୍ମାନ କାର୍ଡ: ଘରୋଇ ହସ୍ପିଟାଲକୁ…

ଓଏଲ୍‌ ବ୍ୟୁରୋ: ଆୟୁଷ୍ମାନ ଭାରତ ଯୋଜନା। ଗରିବ ଲୋକଙ୍କ ସ୍ଵାସ୍ଥ୍ୟ ସୁରକ୍ଷା ପାଇଁ ଏହି ଯୋଜନା। ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ବନ୍ଦ କରି ଆୟୁଷ୍ମାନ ଭାରତ ଯୋଜନାକୁ କାର୍ଯ୍ୟକାରୀ କଲେ ନୂଆ ସରକାର। ହେଲେ ଏବେ ଅନେକ ସମସ୍ୟା। ନୂଆ କାର୍ଡ ନପାଇ ହଇରାଣ ହେଉଛନ୍ତି ଗୁରୁତର ରୋଗୀ। ଏଭଳି ଗୁରୁତର ଅଭିଯୋଗ…

ଭାରତର ଡିଜିଟାଲ ଷ୍ଟ୍ରାଇକ: ପାକ୍…

ଓଏଲ୍‌ ବ୍ୟୁରୋ: ପହଲଗାମରେ ଆତଙ୍କୀ ଆକ୍ରମଣ ପରେ ସାରା ଦେଶରେ ଚହଳ ପଡିଛି। ଏସବୁ ଭିତରେ ଭାରତ ସରକାର କଠୋର ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ଏହି କ୍ରମରେ ଭାରତର ଡିଜିଟାଲ ଷ୍ଟ୍ରାଇକ ଆରମ୍ଭ ହୋଇଛି। ପାକ୍ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫଙ୍କ ଟ୍ବିଟ୍‌ର ଆକାଉଣ୍ଟ ବ୍ୟାନ କଲା ଭାରତ। ମିଛ ଖବର…

ପାକିସ୍ତାନୀ ଭାରତ ଛାଡିବା ପ୍ରସଙ୍ଗ: ଆଜି…

ଓଏଲ୍‌ ବ୍ୟୁରୋ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ଉପରେ କୂଟନୈତିକ ପ୍ରହାର ଜାରି ରଖିଛି। ପାକିସ୍ତାନୀଙ୍କ ପାଇଁ ଭାରତ ଜାରି କରିଥିବା ସମସ୍ତ ବୈଧ ଭିସାକୁ ରଦ୍ଦ କରାଯାଇଛି ବୋଲି ଗୁରୁବାର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି। କେବଳ ମେଡିକାଲ ଭିସା ୨୯ ତାରିଖ ପର୍ଯ୍ୟନ୍ତ ବୈଧ…

ଆଇପିଏସ୍ ପଣ୍ଡିତ ରାଜେଶଙ୍କ ନିଲମ୍ୱନ…

ଓଏଲ୍‌ ବ୍ୟୁରୋ: ଅଡୁଆରେ ନିଲମ୍ବିତ ଆଇପିଏସ୍ ରାଜେଶ ପଣ୍ଡିତ। ପୁଣି ବଢ଼ିଲା IPS ପଣ୍ଡିତ ରାଜେଶଙ୍କ ନିଲମ୍ୱନ ଅବଧି। ଆଉ ମାସେ ନିଲମ୍ୱନ ଆଦେଶ ବଢ଼ାଇଲା ଗୃହ ମନ୍ତ୍ରଣାଳୟ। ମହିଳାଙ୍କୁ ଦୁର୍ବ୍ୟବହାର ପାଇଁ ନିଲମ୍ୱନ ହୋଇଛନ୍ତି ପଣ୍ଡିତ ରାଜେଶ। ସୂଚନା ଅନୁସାରେ, ଜୁଲାଇ ୩୦ରେ ବରିଷ୍ଠ ପୁଲିସ ଅଧିକାରୀ…