ଅର୍ଚ୍ଚନା ନାଗ ମାମଲା : କୋର୍ଟରେ ହାଜର…
ଓଏଲ୍ ବ୍ୟୁରୋ : ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ ଶ୍ରଦ୍ଧାଞ୍ଜଳୀ ବେହେରାଙ୍କୁ ଆଜି କୋର୍ଟରେ ବ୍ୟକ୍ତିଗତ ଭାବେ ହାଜର ହେବା ପାଇଁ କୁହାଯାଇଥିଲା। ତେବେ ଆଜି କୋର୍ଟରେ ହାଜର ହୋଇଥାନ୍ତେ ଶ୍ରଦ୍ଧାଞ୍ଜଳୀ, ହେଲେ ଶ୍ରଦ୍ଧାଞ୍ଜଳୀ ନିଜର ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ହାଜର…