Odisha Link
Bridging the Missing Links in Odisha

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା;…

ଓଏଲ୍‌ ବ୍ୟୁରୋ: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ। ଦୋଳରେ ଦର୍ଶନ ଦେବେ ଦୋଳଗୋବିନ୍ଦ। ଚାପରେ ମଧୁସୂଦନ ଓ ରଥରେ ବାମନ ରୂପରେ ଦର୍ଶନ। ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନ ପାଇଁ ପ୍ରଶାସନର ବ୍ୟବସ୍ଥା କରାଯାଇଛି। ଦୋଳ ପୂର୍ଣ୍ଣିମା ଅବସରରେ ବିଭିନ୍ନ ସ୍ଥାନରେ…

ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ; ନିଆଁ…

ଓଏଲ୍‌ ବ୍ୟୁରୋ: ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ। ଆଲିପୁର ଅଞ୍ଚଳରେ ଏକ ଗୋଦାମରେ ଅଗ୍ନିକାଣ୍ଡ ହୋଇଥିବା ଖବର ସାମ୍ନାକୁ ଆସିଛି। ନିଆଁ ଲିଭାରେ ୩୪ଟି ଦମକଳ ଗାଡ଼ି ନିୟୋଜିତ ରହିଛି।

ଲୋକସଭା ନିର୍ବାଚନ: ଓଡ଼ିଶା ପାଇଁ…

ଓଏଲ୍ ବ୍ୟୁରୋ: ବାଜିଲା ନିର୍ବାଚନୀ ବିଗୁଲ୍। ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ଶେଷରେ ଓଡ଼ିଶାର ୧୮ଟି ଲୋକସଭା ଆସନ ପାଇଁ ବିଜେପି ତା'ର ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପୂର୍ବରୁ ବିଜେପି ପକ୍ଷରୁ ୪ଟି ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରାଯାଇଥିବା ଏହା ଦଳର ୫ମ ପର୍ଯ୍ୟାୟ…

ନିର୍ବାଚନ ପୂର୍ବରୁ ଓଏଏସ୍ ସ୍ତରରେ…

ଓଏଲ୍‌ ବ୍ୟୁରୋ: ଓଏଏସ୍ ସ୍ତରରେ ଅଦଳବଦଳ କରାଯାଇଛି। ନିକଟରେ କିଛି ଅଧିକାରୀଙ୍କୁ ନୂଆ ସ୍ଥାନରେ ନିଯୁକ୍ତି ଦିଆଯାଇଥିବା ବେଳେ ଏହା ମଧ୍ୟରେ ପୁଣି ଥରେ କିଛି ଅଧିକାରୀଙ୍କୁ ବଦଳି କରାଯାଇଛି। ସାଧାରଣ ନିର୍ବାଚନ ପୂର୍ବରୁ ୨୮ଜଣ ଅଧିକାରୀଙ୍କୁ ନୂଆ ସ୍ଥାନକୁ ବଦଳି କରାଯାଇଛି। ଏନେଇ ଶୁକ୍ରବାର ବିଧିବଦ୍ଧ…

ବିଜେଡି ଛାଡ଼ିଲେ ଭର୍ତ୍ତୃହରି ମହତାବ

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନୀ ମାହୋଲ। ଓଡ଼ିଶାରେ ଏକାଥରେ ବିଧାନସଭା ଓ ଲୋକସଭା ନିର୍ବାଚନ ହେଉଥିବା ବେଳେ ସାରା ଦେଶର ନଜର ଏବେ ବିଶେଷ ଭାବେ ଓଡ଼ିଶା ଉପରେ ରହିଛି। ଓଡ଼ିଶାରେ ବିଜେଡି-ବିଜେପି ମେଣ୍ଟ ହେବା ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ଖୋଦ୍‌ ଓଡ଼ିଶା ବିଜେପି ସଭାପତି ମନମୋହନ ସାମଲ ମେଣ୍ଟ…

ପାରାଦୀପରେ ଦାମୋଦରଙ୍କ ପାର୍ଥିବ ଶରୀର;…

ଓଏଲ୍‌ ବ୍ୟୁରୋ: ଆଉ ନାହାନ୍ତି ବର୍ଷିଆନ୍‌ ରାଜନେତା ଦାମୋଦର ରାଉତ। ୮୩ ବର୍ଷ ବୟସରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ଦେହାନ୍ତ। ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ସକାଳ ୫ଟା ୨୩ରେ ଶ୍ରୀ ରାଉତଙ୍କ ଦେହାନ୍ତ ହୋଇଥିବା ସୂଚନା ଦେଇଛନ୍ତି ପୁଅ ସମ୍ବିତ…

ବିଜେପିର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ…

ଓଏଲ୍‌ ବ୍ୟୁରୋ: ଆଗାମୀ ଲୋକସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳର ଚାଲିଛି ଜୋରଦାର ପ୍ରସ୍ତୁତି। ଆଜି କେନ୍ଦ୍ରରେ କ୍ଷମତାସୀନ ବିଜେପି ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି। ତାମିଲନାଡୁର ୧୪ ଜଣ ଲୋକସଭା ଆସନ ପାଇଁ ନାଁ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଏହା ସହ ପୁଡୁଚେରୀର…

‘ଓଡ଼ିଶାରେ ଏକାକୀ ଲଢ଼ିବ…

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନ ଯେତେ ପାଖଉଛି ରାଜନୈତିକ ଉଷ୍ମତା ସେତେ ବଢ଼ିବାରେ ଲାଗିଛି। କିଛିଦିନ ହେବ ଓଡ଼ିଶା ରାଜନୀତିରେ ବିଜେଡି-ବିଜେପି ମେଣ୍ଟ ରାଜନୀତିକୁ ନେଇ ଚର୍ଚ୍ଚା ଲାଗି ରହିଥିଲା। କାରଣ ଦଳର ହାଇକମାଣ୍ଡ ମାନେ ଚୁପ୍‌ ଥିଲେ ଏହି ପ୍ରସଙ୍ଗରେ। ଏସବୁ ମଧ୍ୟରେ ଓଡ଼ିଶା ବିଜେପି ସଭାପତି…

ରାହାମାରେ ଦାମୋଦରଙ୍କ ମରଶରୀର; ଶେଷ…

ଓଏଲ୍‌ ବ୍ୟୁରୋ: ଆଉ ନାହାନ୍ତି ବର୍ଷିଆନ୍‌ ରାଜନେତା ଦାମୋଦର ରାଉତ। ୮୩ ବର୍ଷ ବୟସରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ଦେହାନ୍ତ। ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ସକାଳ ୫ଟା ୨୩ରେ ଶ୍ରୀ ରାଉତଙ୍କ ଦେହାନ୍ତ ହୋଇଥିବା ସୂଚନା ଦେଇଛନ୍ତି ପୁଅ ସମ୍ବିତ…

ତିର୍ତ୍ତୋଲରେ ଦାମୋଦରଙ୍କ ମରଶରୀର; ଶେଷ…