Odisha Link
Bridging the Missing Links in Odisha

ଆଉ ନାହାନ୍ତି ଦାମୋଦର ରାଉତ; ଶୋକ ପ୍ରକାଶ…

ଓଏଲ୍‌ ବ୍ୟୁରୋ: ଆଉ ନାହାନ୍ତି ବର୍ଷିଆନ୍‌ ରାଜନେତା ଦାମୋଦର ରାଉତ। ୮୩ ବର୍ଷ ବୟସରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ଦେହାନ୍ତ। ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ସକାଳ ୫ଟା ୨୩ରେ ଶ୍ରୀ ରାଉତଙ୍କ ଦେହାନ୍ତ ହୋଇଥିବା ସୂଚନା ଦେଇଛନ୍ତି ପୁଅ ସମ୍ବିତ…

ଆଜିଠୁ +୨ ଖାତାଦେଖା ଆରମ୍ଭ; ଦୁଇଟି…

ଓଏଲ୍‌ ବ୍ୟୁରୋ: ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାୟନ। ପ୍ରତିଦିନ ଗୋଟିଏ ସିଟିଂ ଦିନ ୧୦ ଟାରୁ ୧ଟା ଯାଏଁ ପରୀକ୍ଷା ହେଉଥିବାବେଳେ କପି ରୋକିବା ପାଇଁ ପରୀକ୍ଷା କେନ୍ଦ୍ରରେ କଡା ଚେକିଙ୍ଗ ସହ ସିସିଟିଭିକୁ ଗୁରୁତ୍ୱ ଦିଆଯାଇଥିଲା। ତେବେ ପରୀକ୍ଷା ଶେଷ ହୋଇଥିବାବେଳେ ଆଜିଠୁ ଖାତାଦେଖା ଆରମ୍ଭ ହେବ।…

ଗିରଫ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗିରଫ ହୋଇଥିବା ଖବର ସାମ୍ନାକୁ ଆସିଛି। ମଦ ଦୁର୍ନୀତି ମାମଲାରେ କେଜରିୱାଲଙ୍କୁ ଗିରଫ କଲା ଇଡି। ଦିଲ୍ଲୀ ବାସଭବନରେ ପଚରାଉଚରା ପରେ କେଜରିୱାଲଙ୍କୁ ଗିରଫ କରାଯାଇଛି।

ଅଧିନାୟକ ପଦ ଛାଡ଼ିଲେ ଧୋନି

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ ୨୦୨୪। ତାପୂର୍ବରୁ ଆସିଛି ବଡ଼ ଖବର। ୫ଥରର ଆଇପିଏଲ୍‌ ଟାଇଟଲ ବିଜେତା ଚେନ୍ନାଇ ସୁପର କିଙ୍ଗସ୍‌ର ମଙ୍ଗ ଧରିବେ ଯୁବ ବ୍ୟାଟସମ୍ୟାନ୍‌ ଋତୁରାଜ ଗାଏକଓ୍ବାଡ। ସେ ମହେନ୍ଦ୍ର ସିଂ ଧୋନିଙ୍କ ବଦଳରେ ସିଏସ୍‌କେର ଅଧିନାୟକ ହେବେ…

ଧୋନି ହଟିଲେ; ଋତୁରାଜ ସିଏସ୍‌କେର ନୂଆ…

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ ୨୦୨୪। ତାପୂର୍ବରୁ ଆସିଛି ବଡ଼ ଖବର। ୫ଥରର ଆଇପିଏଲ୍‌ ଟାଇଟଲ ବିଜେତା ଚେନ୍ନାଇ ସୁପର କିଙ୍ଗସ୍‌ର ମଙ୍ଗ ଧରିବେ ଯୁବ ବ୍ୟାଟସମ୍ୟାନ୍‌ ଋତୁରାଜ ଗାଏକଓ୍ବାଡ। ସେ ମହେନ୍ଦ୍ର ସିଂ ଧୋନିଙ୍କ ବଦଳରେ ସିଏସ୍‌କେର ଅଧିନାୟକ ହେବେ…

ନିର୍ବାଚନୀ ବଣ୍ଡ୍‌ ମାମଲା: ସତ୍ୟପାଠ…

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ନିର୍ବାଚନ। ନିର୍ବାଚନକୁ ନଜରରେ ରଖି ନିର୍ବାଚନ କମିଶନ ବଡ଼ ନିର୍ଦେଶ ଦେଇଥିଲେ।ଇଲେକ୍ଟୋରାଲ ବଣ୍ଡ୍‌ ମାମଲାରେ ସୁପ୍ରିମକୋର୍ଟ ପୁଣି ନୋଟିସ ଜାରି କରିଥିଲେ। ସୁପ୍ରିମକୋର୍ଟର ନିର୍ଦ୍ଦେଶ ଅନୁସାରେ ଆଜି ସତ୍ୟପାଠ ଦାଖଲ କଲା ଏସବିଆଇ। ନିର୍ବାଚନ କମିଶନଙ୍କୁ ଏସବିଆଇ ସବୁ ତଥ୍ୟ…

ଲାଗୁ ହୋଇଛି ଆଦର୍ଶ ଆଚରଣ ବିଧି: ଆରମ୍ଭରୁ…

ଓଏଲ୍‌ ବ୍ୟୁରୋ: ନିର୍ବାଚନ ଯେତେ ପାଖଉଛି ରାଜନୈତିକ ମାହୋଲ ସେତେ ସରଗରମ ହେବାରେ ଲାଗିଛି। ଏହାରି ମଧ୍ୟରେ ନିର୍ବାଚନୀ ବିଗୁଲ ବାଜିଛି। ଲୋକସଭା ଓ କିଛି ରାଜ୍ୟର ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହୋଇଛି। ନିର୍ବାଚନ ତାରିଖ ଘୋଷଣା ହେବା ମାତ୍ରେ ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଛି। ମୁଖ୍ୟ ନିର୍ବାଚନ…

ଝାରପଡ଼ା ଜେଲରୁ ସ୍ଥାନାନ୍ତର ହେବେ କଏଦୀ;…

ଓଏଲ୍‌ ବ୍ୟୁରୋ: ରାଜ୍ୟର ଅନ୍ୟତମ ପ୍ରମୁଖ ଜେଲ୍‌ ତଥା ଭୁବନେଶ୍ୱରସ୍ଥିତ ଝାରପଡ଼ା ଜେଲ୍‌ ଭିତରକୁ ବିଭିନ୍ନ ପ୍ରକାର ନିଶାଦ୍ରବ୍ୟ, ମାଦକଦ୍ରବ୍ୟ ଓ ବେଆଇନ ସାମଗ୍ରୀ ଯାଉଛି। କଏଦୀମାନେ ନିଶା ଖାଇ ଅୟସ୍‌ ଜୀବନ ବିତାଉଥିବାବେଳେ ନିର୍ଦ୍ଦିଷ୍ଟ ତଥା ଏକାଧିକ ଗ୍ୟାଙ୍ଗ୍‌ର ସଦସ୍ୟମାନେ ରାଜ୍‌ କରୁଛନ୍ତି। ତେବେ…

ଭିସୁଟର କଟକଣା; ଛୋଟ ପୋଷାକ ପିନ୍ଧି…

ଓଏଲ୍‌ ବ୍ୟୁରୋ: ବୁର୍ଲା ଭିସୁଟରେ କୁଳପତିଙ୍କ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ପୋଷାକ ପରିଧାନ କରି ବୁର୍ଲା ଭିସୁଟରେ ପ୍ରବେଶ ଉପରେ ଲାଗିଲା କଟକଣା। ଛାତ୍ରଛାତ୍ରୀମାନେ ଆଗାମୀ ଟେକ୍ନୋ-କଲଚରାଲ ଫେଷ୍ଟିଭାଲ ୨୦୨୪ରେ ପାରମ୍ପରିକ ପୋଷାକ ପରିଧାନ କରି ସାମିଲ ହେବାକୁ ବିଜ୍ଞପ୍ତି ଜାରି କରିଛନ୍ତି ଭିସୁଟ୍…

ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ: ବଦଳିବେ…

ଓଏଲ୍‌ ବ୍ୟୁରୋ: ବାଜିଛି ନିର୍ବାଚନୀ ବିଗୁଲ। ଏପ୍ରିଲ ୧୯ ତାରିଖରୁ ଆରମ୍ଭ ହୋଇ ଜୁନ୍‌ ୧ ତାରିଖ ପର୍ଯ୍ୟନ୍ତ ୭ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ଲୋକସଭା ନିର୍ବାଚନ। ଓଡ଼ିଶାରେ ଏକା ସମୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ହେଉଥିବାରୁ ସାରା ଦେଶରେ ନଜର ରହିଛି। ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ହେବାକୁ…