ବଦଳିବ ସ୍କୁଲ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ…
ଓଏଲ୍ ବ୍ୟୁରୋ : ଏକପ୍ରକାର ପୋଷାକ ପିନ୍ଧିବେ ସ୍କୁଲର ଶିକ୍ଷକ ଓ ଶିକ୍ଷୟିତ୍ରୀ। ବଦଳିବ ସ୍କୁଲ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ଡ୍ରେସ୍କୋଡ। ବହୁ ବର୍ଷ ଧରି ଘୋଷଣାରେ ଅଟକିଥିବା ଏହି ପ୍ରସ୍ତାବକୁ ୨୦୨୩-୨୪ ଶିକ୍ଷାବର୍ଷରୁ ଲାଗୁ କରିବାକୁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁ୍ତ କରିଥିବା ଜଣା ପଡ଼ିଛି।…