Odisha Link
Bridging the Missing Links in Odisha

ଆସନ୍ତାକାଲି ନାମାଙ୍କନ ଭରିବେ ନବୀନ…

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଏବେ ନିର୍ବାଚନୀ ତାତି। ନିର୍ବାଚନୀ ବୈତରଣୀ ପାର କରିବା ପାଇଁ ରାଜ୍ୟର ତିନି ପ୍ରମୁଖ ଦଳ କରୁଛନ୍ତି ଜୋରଦାର ପ୍ରସ୍ତୁତି। ଗତ ସୋମବାର ଦିନ ନବୀନ ନିବାସରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯୋଡ଼ିିଶଙ୍ଖର ପ୍ରଚାର ଆରମ୍ଭ କରିଥିଲେ। ତେବେ ଆଗାମୀ ନିର୍ବାଚନ ପାଇଁ…

ଆଜି ନୃତ୍ୟ ଦିବସ; ଏବେବି ଲୋକପ୍ରିୟ…

ଓଏଲ୍‌ ବ୍ୟୁରୋ: ସାହିତ୍ୟ, କଳା ଓ ପରମ୍ପରାକୁ ନେଇ ସବୁବେଳେ ସମୃଦ୍ଧ ହୋଇ ଆସିଛି ଆମ ଭାରତୀୟ ସଂସ୍କୃତି। ‘ନୃତ୍ୟ’ ଓ ‘ନାଟକ’ ଭାରତୀୟ ସଂସ୍କୃତିର ଦୁଇ ଅବିଚ୍ଛେଦ୍ୟ ଅଙ୍ଗ। ସମୟ ଯେତେ ବଦଳିଲେ ବି, ମଣିଷ ଯେତେ ଆଧୁନିକ ହେଲେ ବି ମନୋରଞ୍ଜନର ଏହି ଦୁଇ ପ୍ରମୁଖ ମାଧ୍ୟମ ଆଜି ସୁଦ୍ଧା ନିଜର ସ୍ଥିତି ମଜଭୁତ…

ସକାଳୁ ଅସହ୍ୟ ତାତି; ୪୦ ଡିଗ୍ରୀ ମୁହାଁ…

ଓଏଲ୍‌ ବ୍ୟୁରୋ: ଦିନକୁ ଦିନ ବଢ଼ିବାରେ ଲାଗିଛି ତାପାମାତ୍ରା। ଗତ ୧୫ ଦିନ ଧରି ଲାଗି ରହିଛି ଅବିରତ ଅଗ୍ନିବର୍ଷା। ଆଜିବି ଅସହ୍ୟ ତାତି ଅନୁଭୂତ ହେଉଛି। ଉପକୂଳ ଠାରୁ ଉପାନ୍ତ ଯାଏଁ ଲାଗି ରହିଛି ଅସହ୍ୟ ଗ୍ରୀଷ୍ମପ୍ରବାହ। ପାଣିପାଗ ବିଭାଗ ଅନୁସାରେ, ଏବେ ତାତିରୁ ମିଳିବନି ଆଶ୍ୱସ୍ତି। ଆସନ୍ତା ୩୦ ତାରିଖ…

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ…

ଓଏଲ୍‌ ବ୍ୟୁରୋ: ଆରମ୍ଭ ହୋଇଛି ନିର୍ବାଚନର ମହାପର୍ବ। ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଓ ଦ୍ଵିତୀୟ ପର୍ଯ୍ୟାୟ ଭୋଟ ଶେଷ ହୋଇଛି। ସେହିଭଳି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ୱର ଲୋକସଭା ଆସନ ଓ ଏହା…

ଭୋଟରଙ୍କୁ ଆକୃଷ୍ଟ କରୁଛି ପିଙ୍କ୍ ବୁଥ୍;…

ଓଏଲ୍‌ ବ୍ୟୁରୋ: ଆରମ୍ଭ ହୋଇଛି ନିର୍ବାଚନର ମହାପର୍ବ। ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଶେଷ ହୋଇଥିବାବେଳେ ଦ୍ଵିତୀୟ ପର୍ଯ୍ୟାୟ ପାଇଁ ଆଜି ଭୋଟ ଗ୍ରହଣ କରାଯାଇଛି। ୧୨ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଂଚଳରେ ଭୋଟ ଗ୍ରହଣ କରାଯାଇଛି। ଏହି ପର୍ଯ୍ୟାୟରେ ୮୮ଟି ନିର୍ବାଚନମଣ୍ଡଳୀରୁ ୧,୨୦୨ ଜଣ…

ବହୁଚର୍ଚ୍ଚିତ ଓଡ଼ଗାଁ ଡବଲ ମର୍ଡର ମାମଲା:…

ଓଏଲ୍‌ ବ୍ୟୁରୋ: ବହୁଚର୍ଚ୍ଚିତ ୨୦୧୯ ମସିହା ଓଡ଼ଗାଁ ଡବଲ ମର୍ଡର ମାମଲାର ରାୟ ଶୁକ୍ରବାର ପ୍ରକାଶିତ ହୋଇଛି। ୨୭ଜଣ ସାକ୍ଷୀଙ୍କ ବୟାନ ଓ ପୁଲିସ ତଦନ୍ତକୁ ଭିତ୍ତି କରି ନୟାଗଡ଼ ଜିଲ୍ଲା ଓଡ଼ଗାଁ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ଏହି ହତ୍ୟା ମାମଲାର ଶୁଣାଣି କରି ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶରେ ଦଣ୍ଡିତ…

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ଏଯାବତ୍…

ଓଏଲ୍‌ ବ୍ୟୁରୋ: ସାଧାରଣ ନିର୍ବାଚନର ଦ୍ଵିତୀୟ ପର୍ଯ୍ୟାୟ ଆଜି ଭୋଟ ଗ୍ରହଣ ଆରମ୍ଭ ହୋଇଛି। ୧୨ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଂଚଳରେ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୮୮ଟି ନିର୍ବାଚନମଣ୍ଡଳୀରୁ ୧,୨୦୨ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସମସ୍ତ ୫୪୩ ଟି ଆସନ ପାଇଁ ସାମଗ୍ରିକ…

ବାଜିଲା ନିର୍ବାଚନୀ ବିଗୁଲ; ନାମାଙ୍କନ…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହୋଇଥିବାବେଳେ ହିଞ୍ଜିଳି ଓ କଣ୍ଟାବାଞ୍ଜିକୁ ମିଶାଇ ୩୫ ଆସନରେ ଭୋଟ ଗ୍ରହଣ ହେବ। ଆଜିଠାରୁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହୋଇଥିବାବେଳେ ଆଜି…

ତାତିରୁ ନାହିଁ ନିସ୍ତାର; ପୁଣି…

ଓଏଲ୍‌ ବ୍ୟୁରୋ: ଦିନକୁ ଦିନ ବଢ଼ିବାରେ ଲାଗିଛି ତାପାମାତ୍ରା। ଗତ ୧୦ ଦିନ ଧରି ଲାଗି ରହିଛି ଅବିରତ ଅଗ୍ନି ବର୍ଷା। ଆଜିବି ସକାଳୁ ଅସହ୍ୟ ତାତି ଅନୁଭୂତ ହୋଇଛି। ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ। ଗ୍ରୀଷ୍ମ ପ୍ରବାହ(ହିଟ୍‌ୱେଭ୍‌)ରୁ…

ସନ୍ଦିଗ୍ଧଙ୍କୁ ସାବାଡ଼; ବନ୍ଦ ହେବ ୧୧…

ଓଏଲ୍‌ ବ୍ୟୁରୋ: ସାଧାରଣତଃ ପ୍ରତ୍ୟେକ ବ୍ୟକ୍ତି ଏବେ ମୋବାଇଲ ଫୋନ ଉପରେ ନିର୍ଭରଶୀଳ। ସକାଳର ନିତ୍ୟକର୍ମ ଭଳି ଆଖି ଖୋଲିଲେ ସମସ୍ତଙ୍କୁ ମୋବାଇଲ ନିଶା ଘାରିବାରେ ଲାଗିଛି। ତେବେ ସିମ କାର୍ଡ ବିନା ବି ମୋବାଇଲ ଅସମ୍ଭବ ହୋଇପଡ଼ିଅଛି। ଏସବୁ ଭିତରେ ସିମ କାର୍ଡକୁ ନେଇ ଏକ ବଡ ଖବର ଦେଇଛି ଟେଲିକମ ବିଭାଗ…