Odisha Link
Bridging the Missing Links in Odisha

ନିର୍ବାଚନୀ କସରତ; ରାଜ୍ୟ ବିଜେପି ଜାରି…

ଓଏଲ୍‌ ବ୍ୟୁରୋ: ବାଜିଛି ନିର୍ବାଚନୀ ବିଗୁଲ। ଆରମ୍ଭ ହୋଇଛି ନିର୍ବାଚନୀ କସରତ। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ…

ବିଜେଡି ଛାଡ଼ିଲେ କେନ୍ଦ୍ରାପଡ଼ା…

ଓଏଲ୍‌ ବ୍ୟୁରୋ: ବାଜିଛି ନିର୍ବାଚନୀ ବିଗୁଲ। ହେଲେ ଅଟକିଛି ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ…

ସର୍ବକନିଷ୍ଠ ଖେଳାଳୀ ଭାବେ…

ଓଏଲ୍‌ ବ୍ୟୁରୋ: ଭାରତ ପାଇଁ ଗର୍ବ ଆଣିଛନ୍ତି ଡି.ଜୁକେଶ। ସର୍ବକନିଷ୍ଠ ଖେଳାଳୀ ଭାବେ FIDE ଟୁର୍ଣ୍ଣାମେଣ୍ଟ ଜିତିଲେ ଡି ଜୁକେଶ। ଇଣ୍ଡିଆନ ଗ୍ରାଣ୍ଡମାଷ୍ଟର ଡି.ଜୁକେଶଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। https://twitter.com/Naveen_Odisha/status/1782269421605822480

ହୁତୁହୁତୁ ହୋଇ ଜଳୁଛି ଜଙ୍ଗଲ; ନିଆଁ…

ଓଏଲ୍‌ ବ୍ୟୁରୋ: ହୁତୁହୁତୁ ହୋଇ ଜଳୁଛି ଜଙ୍ଗଲ। ହଦଗଡ଼ ହସ୍ତୀ ଅଭୟାରଣ୍ୟରେ ଜଳୁଛି ଜଙ୍ଗଲ। ହସ୍ତୀ ଅଭୟାରଣ୍ୟରେ ନିଆଁ। କେନ୍ଦୁଝର ହାଟଡିହି ହଦଗଡ଼ ହସ୍ତୀରେ ଲାଗିଛି ନିଆଁ। ବନ ବିଭାଗ ପକ୍ଷରୁ ନିଆଁ ଲିଭାଇବାକୁ ଉଦ୍ୟମ ଜାରି କରାଯାଇଛି। ବନବିଭାଗ ପକ୍ଷରୁ ନିଆଁ ଲିଭାଇବାକୁ ଉଦ୍ୟମ ଜାରି କରାଯାଇଛି ।

ପୃଥିବୀ ମା’ ପାଇଁ ଦିନଟିଏ;…

ଓଏଲ୍‌ ବ୍ୟୁରୋ: ଆଜି ଏପ୍ରିଲ ୨୨। ଧରିତ୍ରୀ ପାଇଁ ଦିନଟିଏ। ଆଜି ବିଶ୍ୱ ପୃଥିବୀ ଦିବସ। ପୃଥିବୀକୁ ସୁରକ୍ଷା ଦେବା ପାଇଁ ଏହି ଦିବସ ପାଳନ ହୁଏ। ଏହି ତାରିଖକୁ ଆର୍ଥ ଡେ’ ବା ବିଶ୍ୱ ପୃଥିବୀ ଦିବସ ଭାବେ ପାଳନ କରାଯାଉଛି। ସମଗ୍ର ବିଶ୍ୱରେ ପରିବେଶ ସୁରକ୍ଷା ପାଇଁ ଲୋକଙ୍କୁ ସଚେତନ କରିବାକୁ ‘ପୃଥିବୀ ଦିବସ’…

ସକାଳୁ ଅସହ୍ୟ ତାତି; ଭଦ୍ରକରେ ସର୍ବାଧିକ…

ଓଏଲ୍‌ ବ୍ୟୁରୋ: ପୁଣି କଲବଲ କଲାଣି ତାତି। ଗତ କିଛି ଦିନ ହେବ ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହୁଛି। ଅସହ୍ୟ ଗରମରେ ଘରୁ ବାହାରିବା ବି ସମ୍ଭବ ହେଉନି। ଏମିତି କି ଖରାକୁ ଦୃଷ୍ଟିରେ ରଖି ସ୍କୁଲ ମଧ୍ୟ ଛୁଟି ଘୋଷଣା କରାଯାଇଛି। ସାଢ଼େ ୮ଟା ସୁଦ୍ଧା ଭଦ୍ରକ ସବୁଠୁ ଉତ୍ତପ୍ତ ସହର ପାଲଟିଛି। ୩୫.୬…

ଗ୍ରୀଷ୍ମ ଅବକାଶ: ଏପ୍ରିଲ୍ ୨୫ରୁ ସ୍କୁଲ୍…

ଓଏଲ୍ ବ୍ୟୁରୋ: ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ବଢୁଥିବା ତାତିକୁ ନଜରରେ ରଖି ଆସନ୍ତା ୨୫ ତାରିଖରୁ ରାଜ୍ୟର ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ରାଜ୍ୟରେ ବଢ଼ିଚାଲିଥିବା ଖରାକୁ ଦୃଷ୍ଟିରେ ଏହି ପଦକ୍ଷେପ ନିଆଯାଇଛି। ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା…

ସମ୍ମମରେ ଜାତୀୟ ସ୍ତରୀୟ ଫିଜିଓଥେରାପିଷ୍ଟ…

ଭୁବନେଶ୍ୱର: ଅସୁସ୍ଥ ହୋଇ ଶୋଇ ରହିଥିବା ଅବସ୍ଥାରେ ହସ୍ପିଟାଲ୍‌କୁ ଆସୁଥିବା ରୋଗୀଟି କିଭଳି ସୁସ୍ଥ ହୋଇ ନିଜ ଗୋଡ଼ରେ ଚାଲି ଡିସ୍‌ଚାର୍ଜ ହୋଇପାରିବ ସେ କ୍ଷେତ୍ରରେ ଫିଜିଓଥେରାପିଷ୍ଟ ମାନଙ୍କର ଅନେକ ଭୂମିକା ରହିଛି । ଏହି ସ୍ୱାସ୍ଥ୍ୟ ସେବା କାର୍ଯ୍ୟକୁ ଫିଜିଓଥେରାପିଷ୍ଟ ମାନେ କିଭଳି ସୁଚାରୁ ରୂପେ…

କଂଗ୍ରେସ ଜାରି କଲା ଆଉ ଏକ ପ୍ରାର୍ଥୀ…

ଓଏଲ୍ ବ୍ୟୁରୋ: ଆରମ୍ଭ ହୋଇଛି ନିର୍ବାଚନୀ କସରତ। ଏହାରି ମଧ୍ୟରେ ରାଜ୍ୟର ତିନି ପ୍ରମୁଖ ଦଳ ପର୍ଯ୍ୟାୟ କ୍ରମେ ପ୍ରାର୍ଥୀ ତାଲିକା ଘୋଷଣା କରୁଛନ୍ତି। ଏହି କ୍ରମରେ କଂଗ୍ରେସ ୧୬ ବିଧାନସଭା ଓ ୩ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ ସବୁଠାରୁ ବଡ କଥା ହେଉଛି ନିମାପଡାରୁ ସୁରରାଉତରାୟଙ୍କ ପୁଅ…

ଆଉ କାଟିବନି ଖରା! ଟ୍ରାଫିକ ପୁଲିସଙ୍କୁ…

ଓଏଲ୍‌ ବ୍ୟୁରୋ: ପୁଣି କଲବଲ କଲାଣି ତାତି। ଗତ କିଛି ଦିନ ହେବ ରାଜ୍ୟରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହୁଛି। ଅସହ୍ୟ ଗରମରେ ଘରୁ ବାହାରିବା ବି ସମ୍ଭବ ହେଉନି। ଏମିତି କି ଖରାକୁ ଦୃଷ୍ଟିରେ ରଖି ସ୍କୁଲ ମଧ୍ୟ ଛୁଟି ଘୋଷଣା କରାଯାଇଛି। ଆପଣ ଅନେକ ସମୟରେ ଦେଖିଥିବେ ଯେ ପ୍ରବଳ ଖରା ସତ୍ତ୍ୱେ ଟୋପିଟିଏ…